Sunday, May 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିର୍ଯାତନାର ଶିକାର ଷ୍ଟାଫ୍ ନର୍ସଙ୍କ ଆତ୍ମହତ୍ୟା ଉଦ୍ୟମ, ନର୍ସଙ୍କୁ ଭେଟିଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ

by ସଞ୍ଜୟ ସ୍ୱାଇଁ
May 17, 2025
in State
ନିର୍ଯାତନାର ଶିକାର ଷ୍ଟାଫ୍ ନର୍ସଙ୍କ ଆତ୍ମହତ୍ୟା ଉଦ୍ୟମ,  ନର୍ସଙ୍କୁ ଭେଟିଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ
76
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ଡାକ୍ତର ଓ ଷ୍ଟାଫଙ୍କ ମାନସିକ ଓ ଶାରୀରିକ ନିର୍ଯାତନାର ଶିକାର ଅଭିଯୋଗରେ ଟ୍ରେନ ଆଗକୁ ଡେଇଁ ଷ୍ଟାଫ୍ ନର୍ସ ଆତ୍ମହତ୍ୟା ଉଦ୍ୟମ ଘଟଣା । ଗୁରୁତର ନର୍ସଙ୍କୁ ଭେଟିଲେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ। ନର୍ସଙ୍କୁ ଭେଟିବା ସହିତ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇ ଛନ୍ତି ମୁଖ୍ୟ ଚିକିତ୍ସାଧିକାରୀ । ଏକ ଟିମ୍ ଗଠନ କରାଯାଇ ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି ସିଡିଏମଓ । ଗତକାଲି ଷ୍ଟାଫ୍ ନର୍ସ ଜଣଙ୍କ ଡ୍ୟୁଟିରେ ଯୋଗଦେଇଥିଲେ । କେତେକ ଷ୍ଟାପଙ୍କ ଦ୍ୱାରା ମାନସିକ ନିର୍ଯାତନାର ଶିକାର ହେବା ପରେ ଭଦ୍ରକ ରେଲୱେ ଷ୍ଟେସନରେ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଥିଲେ । ଭଦ୍ରକ ଆରପିଏଫ ପୋଲିସ ଗୁରୁତର ଅବସ୍ଥାରେ ଷ୍ଟାଫ୍ ନର୍ସଙ୍କୁ ଉଦ୍ଧାର କରି ଭଦ୍ରକ ମେଡିକାଳରେ ଭର୍ତ୍ତି କରିଥିଲେ । ତାଙ୍କୁ ଦୀର୍ଘ ଦିନ ହେବ ମେଡିକାଲର କେତେକ ଷ୍ଟାଫ୍ ମାନସିକ ନିର୍ଯାତନା ଦେଉଥିବା ସେ ଅଭିଯୋଗ କରିଛନ୍ତି । ଏପରିକି ମେଡିକାଲର କାର୍ଯ୍ୟରତ ଜଣେ ଡାକ୍ତର ତାଙ୍କୁ ବାରମ୍ବାର ଦୁଷ୍କର୍ମ କରିଥିବା ମଧ୍ୟ ସେ ଅଭିଯୋଗ କରିଛନ୍ତି । ତେବେ ଷ୍ଟାଫ୍ ନର୍ସଙ୍କ ଅଭିଯୋଗ ଆଧାରରେ ଘଟଣାର ତଦନ୍ତ କରାଯିବ ବୋଲି କହିଛନ୍ତି ଭଦ୍ରକ ସିଡିଏମଓ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!