Sunday, May 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଣିରେ ବୁଡ଼ି ଛାତ୍ର ନିଖୋଜ

by ସଞ୍ଜୟ ସ୍ୱାଇଁ
March 23, 2025
in State
ପାଣିରେ ବୁଡ଼ି ଛାତ୍ର ନିଖୋଜ
47
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କେନ୍ଦୁଝର ଜିଲ୍ଲା ନରଣପୁରରେ ଅଘଟଣ । ପୋଖରୀରେ ଗାଧୋଉଥିବା ବେଳେ ୧୦ ଶ୍ରେଣୀ ଛାତ୍ର ବୁଡ଼ି ଯାଇ ନିଖୋଜ ହୋଇଛନ୍ତି । ନିଖୋଜ ଛାତ୍ର ଜଣଙ୍କ ଟାଙ୍ଗରିଆପାଳ ଅଞ୍ଚଳ ସମୀର ବେହେରା ବୋଲି ଜଣାପଡିଛି । ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ପୋଲିସ ପହଞ୍ଚି ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଛନ୍ତି । ସୂଚନା ମୁିତାବକ, ସମୀର ତାଙ୍କ ଘର ଲୋକଙ୍କ ସହିତ କେନ୍ଦୁଝର ନରଣପୁର ରତ୍ନାସାହିରେ ରହୁଥିବା ଭଉଣୀଙ୍କ ଘରକୁ ଆସିଥିଲେ । ରବିବାର ସକାଳ ସମୟରେ ସେ ଗାଁ ପାଖରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଯାଇଥିବା ମାଆ କହିଛନ୍ତି । ଏହାପରେ ତୁରନ୍ତ ସ୍ଥାନୀୟ ପୋଲିସ ଏବଂ ଅଗ୍ନିଶମ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ବର୍ତ୍ତମାନ ଯାଏଁ ସମୀରଙ୍କ କୌଣସି ପତ୍ତା ମିଳିନାହିଁ ।

ସରସ୍ୱତି ଶିଶୁ ବିଦ୍ୟାମନ୍ଦିର ପରିସର ରେ”ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

ସରସ୍ୱତି ଶିଶୁ ବିଦ୍ୟାମନ୍ଦିର ପରିସର ରେ”ଘର ହିଁ ବିଦ୍ୟାଳୟ ପ୍ରକଳ୍ପ”

May 10, 2026
ବାଲିଅନ୍ତାରେ ଯୁବକକୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣା:ଡିଜିପିଙ୍କୁ ମୁଖ୍ଯମନ୍ତ୍ରୀଙ୍କ କଡ଼ା ତାଗିଦ୍

ବାଲିଅନ୍ତାରେ ଯୁବକକୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣା:ଡିଜିପିଙ୍କୁ ମୁଖ୍ଯମନ୍ତ୍ରୀଙ୍କ କଡ଼ା ତାଗିଦ୍

May 10, 2026
ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’: ମଣିଷ ଓ ପରିବେଶର ନିଚ୍ଛକ ଚିତ୍ର ପ୍ରଦର୍ଶିତ

ମଞ୍ଚସ୍ଥ ହେଲା ନାଟକ ‘ଓଡ଼ଶ’: ମଣିଷ ଓ ପରିବେଶର ନିଚ୍ଛକ ଚିତ୍ର ପ୍ରଦର୍ଶିତ

May 10, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ-୨୦୨୬ :ଖଣ୍ଡପଡାକୁ ହରାଇ ଶରଣକୁଳ ଚମ୍ପିଆନ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ-୨୦୨୬ :ଖଣ୍ଡପଡାକୁ ହରାଇ ଶରଣକୁଳ ଚମ୍ପିଆନ୍

May 9, 2026
ବାଲ୍ୟ ବିବାହ ନିଷେଧ ସମ୍ବନ୍ଧୀୟ ସଚେତନତା ରାଲି

ବାଲ୍ୟ ବିବାହ ନିଷେଧ ସମ୍ବନ୍ଧୀୟ ସଚେତନତା ରାଲି

May 9, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!