Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୧୬ ଫାଣ୍ଡି ଦାୟିତ୍ୱରେ ରହିବେ ସଵ୍-ଇନ୍ସପେକ୍ଟର

by ସଞ୍ଜୟ ସ୍ୱାଇଁ
October 5, 2021
in State
୨୧୬ ଫାଣ୍ଡି ଦାୟିତ୍ୱରେ ରହିବେ ସଵ୍-ଇନ୍ସପେକ୍ଟର
277
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱରେ ଏଣିକି ସବ୍‌ଇନ୍‌ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱରେ ରହୁଥିଲେ। କମିଶନରେଟ୍‌ ପୋଲିସ ଠାରୁ ଆରମ୍ଭ କରି ବିଭିନ୍ନ ଜିଲ୍ଲା ପୋଲିସ ଓ ରେଲୱେ ପୋଲିସ ଦ୍ବାରା ପରିଚାଳିତ ପୋଲିସ ଫାଣ୍ଡି ମାନଙ୍କରେ ସଵ୍ ଇନସପେକ୍ଟର ମାନଙ୍କୁ ନିଯୁକ୍ତି ଦିଆଯିବ।ସବ୍ଇନ୍ସପେକ୍ଟର ମାନଙ୍କୁ ତାଲିମ ଓ ଅପରାଧ ଅନୁସନ୍ଧାନରେ ସେମାନଙ୍କ ଦକ୍ଷତା ଫାଣ୍ଡି ସ୍ତରରେ ଅପରାଧ ନିୟନ୍ତ୍ରଣରେ ବିଶେଷ ସହାୟକ ହେବ ବୋଲି ଆଶା କରାଯାଏ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!