Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ ସୁଭଦ୍ରା ବସ୍ ଏବଂ ଅଟୋ ମଧ୍ୟରେ ମୁହାଁମୁହାଁ ଧକ୍କା

by ସଞ୍ଜୟ ସ୍ୱାଇଁ
April 7, 2025
in Accident, State
ମା’ ସୁଭଦ୍ରା ବସ୍ ଏବଂ ଅଟୋ ମଧ୍ୟରେ ମୁହାଁମୁହାଁ ଧକ୍କା
52
VIEWS
Share on FacebookShare on Twitter

ଆଠଗଡ଼, (ବାଘୁଆବାର୍ତ୍ତା): କଟକ ତିଗିରିଆ ୬୫ ନମ୍ବର ରାଜ୍ୟ ରାଜପଥ ପାଞ୍ଚଗାଁ ବୁଲାଣି ଠାରେ ସଡ଼କ ଦୁର୍ଘଟଣା । ବସ୍‌- ଅଟୋ ମୁହାଁମୁହିଁ ଧକ୍କା ହୋଇଛି । ଯେଉଁଥିରେ ୩ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ଖବର ଅନୁଯାୟୀ, ମା ସୁଭଦ୍ରା ନାମ ଏକ ଘରୋଇ ବସ୍‌ କଟକ ନରସିଂହପୁରରୁ କଟକ ଅଭିମୁଖେ ଯାଉଥିଲା । ଏହି ସମୟରେ ଏକ କଟକରୁ ଆସୁଥିଲା । ତିଗିରିଆ ୬୫ ନମ୍ବର ରାଜ୍ୟ ରାଜପଥ ପାଞ୍ଚଗାଁ ବୁଲାଣି ନିକଟରେ ଉଭୟ ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଗାଡ଼ିରେ ଥିବା ତିନି ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ଆଠଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!