Thursday, July 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଠାଣି ସାମନ୍ତ ପ୍ରେକ୍ଷାଳୟରେ ‘ସୁଭଦ୍ରାର ସ୍ୱପ୍ନ’

by ସଞ୍ଜୟ ସ୍ୱାଇଁ
March 4, 2021
in Entertainment, Nayagarh
ପଠାଣି ସାମନ୍ତ ପ୍ରେକ୍ଷାଳୟରେ ‘ସୁଭଦ୍ରାର ସ୍ୱପ୍ନ’
93
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଜିଲ୍ଲା ସଂସ୍କୃତି ପରିଷଦ ଏବଂ ନାଟ୍ୟଧାରା ଆନୁକୂଲ୍ୟରେ ଆଜି ନାଟକ ମହୋତ୍ସବର ଚତୁର୍ଥ ଦିବସରେ ରାଉଲକେଲା କଳାପରିଷଦ ‘ସୁଭଦ୍ରାର ସ୍ୱପ୍ନ’ ନାଟକ ମଞ୍ଚସ୍ଥ ହୋଇଯାଇଛି । ପଠାଣି ସାମନ୍ତ ପ୍ରେକ୍ଷାଳୟ ପରିସରରେ ପରିବେଷଣ ହେଉଥିବା ଚତୁର୍ଥ ଦିବସ ନାଟକକୁ ମୁଖ୍ୟଅତିଥି ଭାବେ ପଞ୍ଚାନନ ସାହୁ ଯୋଗ ଦେଇ ଉଦଘାଟନ କରିଥିଲେ । ଉକ୍ତ ନାଟକର ରଚନା ପ୍ରଫେସର ରାମଚନ୍ଦ୍ର ମିଶ୍ର କରିଥିବା ବେଳେ ବିଜୟ କୁମାର ଭୋଳଙ୍କ ନିର୍ଦ୍ଦେଶନାରେ ‘ସୁଭଦ୍ରାର ସ୍ୱପ୍ନ’ ନାଟକ ମହୋତ୍ସବର ଚତୁର୍ଥ ଦିବସରେ ପରିବେଷଣ ହେଉଅଛି । ଏହି ନାଟକଟି ନାଟକ ପ୍ରେମୀମାନେ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ଉତ୍ସାହର ସହିତ ଉପଭୋଗ କରିଥିବା ଜଣାପଡିଛି । ନାଟ୍ୟଧାରା ସଭାପତି ପ୍ରମୋଦ ପଟ୍ଟନାୟକ, ସଂପାଦକ ଲକ୍ଷ୍ମୀଧର ମହାପାତ୍ର, ନିର୍ଦ୍ଦେଶକ ଡ଼ ବିଜୟ ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!