Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାପା ମୋବାଇଲ ବାରଣ କରିବାରୁ ପୁଅର ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
June 19, 2021
in State
ବାପା ମୋବାଇଲ ବାରଣ କରିବାରୁ ପୁଅର ଆତ୍ମହତ୍ୟା
240
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ଏବେ ମୋବାଇଲ୍‌ ନିଶା ଅନେକକଙ୍କୁ ଘାରିଛି । କାହାରୁ ଫେସ୍‌ବୁକ୍‌ ହ୍ୱାଟସ୍‌ ଆପ୍‌ ପରି ସାମାଜିକ ଗଣମାଧ୍ୟମରେ ନିଶା ତ କାହାକୁ ଗେମ୍‌ର ନିଶା । ବେଶୀ ଛୋଟ ପିଲା ଏବଂ ନାବାଳକମାନଙ୍କୁ ଗେମ୍‌ ନିଶା ଘାରିଛି । କିଏ ବାପାମାଙ୍କ ଆକାଉଣ୍ଟରୁ ହଜାର ହଜାର ଟଙ୍କା ବ୍ୟୟ କରି ଗେମ୍‌ ଖେଳୁଛି ତ କିଏ ଜୀବନ ହାରିଲାଣି । ଏପିର ଏକ ଘଟଣା ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳରେ ଘଟିଛି । ବାହାନଗା ବ୍ଲକ କୁରୁଡ଼ା ଗାଁରେ ଏହି ଅଘଟଣ ଘଟିଛି । ଦଶମ ଶ୍ରେଣୀର ଛାତ୍ର ମୋବାଇଲ୍‌ରେ ଗେମ୍‌ ଖେଳୁଥିଲା । ତାକୁ ତା ବାପା ମୋବାଇଲ୍‌ ବାରଣ କରିଥିଲେ । ଏଥିରେ ରାଗିଯାଇ ସେ ଗଡାଣରେ ଗାମୁଛା ଲଗାଇ ଝୁଲି ପଡିଥିଲା । ପରେ ପରିବାର ଲୋକ ତାକୁ ଡାକ୍ତରଖାନା ନେଇଥିଲେ । ସେଠାରେ ଡାକ୍ତର ତାକୁ ମୃତ ଘୋଷଣା କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!