Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭଡାଘରେ ଝୁଲୁଛି ମହିଳା କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
August 24, 2024
in Crime, State
ଭଡାଘରେ ଝୁଲୁଛି ମହିଳା କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ
137
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଭଡାଘରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ଜଳେଶ୍ୱରରେ। ଭୋଗରାଇ ବ୍ଲକ କନିଷ୍ଠ ଯନ୍ତ୍ରୀ ମୋନାଲିସା ହେମ୍ବ୍ରମଙ୍କ ଝୁଲନ୍ତା ମୃତଦେହ ଶନିବାର ତାଙ୍କ ଭଡ଼ାଘରୁ ଜବତ କରାଯାଇଛି। ସ୍ଥାନୀୟ ଲୋକେ ଏହା ଜାଣି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି। ଅଧିକ ତଦନ୍ତ ନେଇ ପୋଲିସ ତନାଘନା କରୁଛି। ତେବେ ମୃତ୍ୟୁର କାରଣ ଏଯାବତ୍‌ ଅସ୍ପଷ୍ଟ ରହିଛି। କେଉଁ ପରସ୍ଥିତିରେ ମହିଳା ଯନ୍ତ୍ରୀ ଏଭଳି ଚରମ ପଦକ୍ଷେପ ନେଇ ଝୁଲି ପଡ଼ିଲେ, କିମ୍ବା ତାଙ୍କୁ କିଏ ହତ୍ୟା କରିଛି? ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ ସ୍ପଷ୍ଟ କରିବ। ତେବେ ମୃତ୍ୟୁର ରହସ୍ୟ ଖୁବ୍‌ଶ୍ରୀଘ ଖୋଲିବ ବୋଲି ପୋଲିସ କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!