Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଝୁଲନ୍ତା ଅବସ୍ଥାରେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
June 16, 2022
in Crime, State
ଝୁଲନ୍ତା ଅବସ୍ଥାରେ ଶିକ୍ଷକଙ୍କ ମୃତଦେହ ଉଦ୍ଧାର
436
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ବେଗୁନିଆରେ ଶିକ୍ଷକଙ୍କ ଆତ୍ମହତ୍ୟା । ଝୁଲନ୍ତା ଅବସ୍ଥାରେ ଶବ ଜବତ । ଶିକ୍ଷକଙ୍କ ନାମ ଅମରନାଥ ସେଠୀ । ଗତ କିଛିଦିନ ତଳେ ଚାକିରିରୁ ନିଲମ୍ବିତ ହୋଇଥିଲେ । ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ରେ ଚାକିରି କରୁଥିଲେ। ସୁଇସାଇଡ ନୋଟ ରେ ମୃତ ଶିକ୍ଷକ ନିଜର ମୃତ୍ୟୁ ପାଇଁ ନିଜକୁ ଦାବି କରିଛନ୍ତି । ଚାକିରିରୁ ନିଲମ୍ବିତ ହୋଇଥିବା କାରଣରୁ ମାନସିକ ଭାରସାମ୍ ହରାଇ ନିଜ ଘରେ ଆତ୍ମହତ୍ୟା କରିଛନ୍ତି । ସୁଇସାଇଡ ନୋଟ୍ ଜବତ । ବେଗୁନିଆ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଇ ତଦନ୍ତ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!