Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାସ୍ତାରେ ଆମ୍ବୁଲାନ୍ସ ରଖି ଗଛରେ ରଶି ଲଗାଇ ଜଣେ ଡ୍ରାଇଭର ଆତ୍ମହତ୍ୟା କରିଥିବା ଅଭିଯୋଗ

by ସଞ୍ଜୟ ସ୍ୱାଇଁ
June 19, 2022
in Crime, State
ରାସ୍ତାରେ ଆମ୍ବୁଲାନ୍ସ ରଖି ଗଛରେ ରଶି ଲଗାଇ ଜଣେ ଡ୍ରାଇଭର ଆତ୍ମହତ୍ୟା କରିଥିବା ଅଭିଯୋଗ
184
VIEWS
Share on FacebookShare on Twitter

ନରସିଂହପୁର, (ବାଘୁଆବାର୍ତ୍ତା): ରାସ୍ତାରେ ଆମ୍ବୁଲାନ୍ସ ରଖି ଗଛରେ ରଶି ଲଗାଇ ଜଣେ ଡ୍ରାଇଭର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି କଟକ ଜିଲ୍ଲା କାନପୁର ଥାନା ଅଞ୍ଚଳରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ କାବୁଲି ସେନାପତି। ତାଙ୍କ ଘର ତିଗିରିଆ ଥାନା ବିନ୍ଧାଣିମା ଗାଁରେ ବୋଲି ଜଣାପଡ଼ିଛି। କାବୁଲି କାନପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ୧୦୮ ଆମ୍ବୁଲାନ୍ସ ଚଲାଉଥିଲେ। ଆଜି ସକାଳେ ରାସ୍ତା ଉପରେ ଏକ ଆମ୍ବୁଲାନ୍ସ ଠିଆ ହୋଇଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ସେମାନଙ୍କର ସନ୍ଦେହ ହୋଇଥିଲା। ପରେ ରାସ୍ତାପାଖରେ ଥିବା ଏକ ଗଛରେ କାବୁଲିଙ୍କ ମୃତଦେହ ଝୁଲୁଥିବା ସେମାନେ ଦେଖିଥିଲା। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ପୁଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ବାବୁଲି ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି, ତାହା ସ୍ପଷ୍ଟ ହୋଇନି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ତାହା ସ୍ପଷ୍ଟ ହେବ ବୋଲି ପୁଲିସ୍ କହିଛି। ପୁଲିସ୍ ବାବୁଲିଙ୍କ ପରିବାର ଲୋକଙ୍କୁ ପଚରାଉଚରା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!