Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହରୁ ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ଯୁବକ

by ସଞ୍ଜୟ ସ୍ୱାଇଁ
July 5, 2022
in Crime, State
ପାରିବାରିକ କଳହରୁ ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ଯୁବକ
94
VIEWS
Share on FacebookShare on Twitter

ସାଲେପୁର, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି। ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ଯୁବକ। କଟକ ଜିଲ୍ଲା ଜଗତପୁର ଥାନା ପାଗାଫାଣ୍ଡି ଗୁଣ୍ଠପଡା ଗ୍ରାମରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି। ସୂଚନାନୁଯାୟୀ, ଜଗତପୁର ଥାନା ପାଗାଫାଣ୍ଡି ଗୁଣ୍ଠପଡା ଗ୍ରାମର ପ୍ରତାପ ମାଝୀ ପ୍ରଥମ ପତ୍ନୀ ଥାଉ ଥାଉ ଦ୍ଵିତୀୟ ବିବାହ କରିଥିଲେ। ଏନେଇ ପରିବାର ମଧ୍ୟରେ ଝଗଡ଼ା ଲାଗି ରହୁଥିଲା। ଏପରିକି ପ୍ରତାପଙ୍କ ପ୍ରଥମ ପତ୍ନୀ ପାଗାଫାଣ୍ଡିରେ ସ୍ୱାମୀଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଯାହା ଫଳରେ ପାଗାଫାଣ୍ଡି ଅଧିକାରୀ ପ୍ରତାପଙ୍କୁ ଡକାଇଥିଲେ। ସେଠାରେ ଘଟଣାକୁ ରଫାଦଫା କରିବା ପାଇଁ ସ୍ଥିର ହୋଇଥିଲା। ହେଲେ ପ୍ରତାପ ଘରକୁ ଯାଇ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ପ୍ରତାପଙ୍କ ପରିବାର ଲୋକେ ଏହା ଦେଖିବା ପରେ ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ପ୍ରତାପଙ୍କ ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!