Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାହିଁକି ଫ୍ୟାନରେ ଝୁଲି ପଡ଼ିଲେ ଦମ୍ପତି ?

by ସଞ୍ଜୟ ସ୍ୱାଇଁ
July 15, 2022
in Crime, State
ହଷ୍ଟେଲ ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
112
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀରେ ଚଞ୍ଚଲ୍ୟ । ଫ୍ୟାନରେ ଚୁନି ଲଗାଇ ଝୁଲି ପଡ଼ିଲେ ଦମ୍ପତି । ସଞ୍ଜୟ ଓ ସଞ୍ଜନା ପେରିୱାଲଙ୍କ ଆତ୍ମହତ୍ୟା ଉଦ୍ୟମ । ସ୍ତ୍ରୀ ସଞ୍ଜନା ପେରିୱାରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ସ୍ୱାମୀ ସଞ୍ଜୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଲକ୍ଷ୍ମୀସାଗର ଥାନା ସିଦ୍ଧେଶ୍ୱରୀ ଆପର୍ଟମେଣ୍ଟରେ ଘଟିଛି ଏହି ଘଟଣା । ତେବେ ପିଲା ସ୍କୁଲ ଯାଇଥିବା ବେଳେ ଏହି ଘଟଣା ଘଟିଛି । ମହିଳାଙ୍କ ମୃତଦେହ ଉଦ୍ଧାର କରିବା ସହ ଗୁରୁତର ସ୍ୱାମୀଙ୍କୁ ଘରୋଇ ହସ୍ପିଟାଲକୁ ଚିକିତ୍ସା ପାଇଁ ପଠାଇଛି ଲକ୍ଷ୍ମୀସାଗର ଥାନା ପୋଲିସ । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ପାରିବାରିକ କଳହ ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ଲକ୍ଷ୍ମୀସାଗର ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!