Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଲେଜ ପରିସରରେ ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
July 28, 2022
in Crime, State
ହଷ୍ଟେଲ ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
68
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ନର୍ସିଂ ଛାତ୍ରୀଙ୍କ ଆତ୍ମହତ୍ୟା ଅଭିଯୋଗ । କଲେଜ ପରିସରରେ ଛାତ୍ରୀ ଜଣଙ୍କ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ରାଣୀପେଣ୍ଟ ନିକଟସ୍ଥ ଗଜପତି ନର୍ସିଂ କଲେଜ ପରିସରରେ ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଛାତ୍ରୀ ଜଣଙ୍କ ପ୍ରଥମ ବର୍ଷର ଛାତ୍ରୀ ଅଖିଲା ବେହେରା । ସେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମୃତ ଛାତ୍ରୀ ଜଣଙ୍କ ବ୍ରହ୍ମପୁର ଅଞ୍ଚଳର ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!