Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମ ବିବାହ ହେଲେ ବି ବିବାହ ପୂର୍ବରୁ ବର ଚମ୍ପଟ, କନ୍ୟାର ଝୁଲନ୍ତା ମୃତ ଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
August 3, 2021
in Crime, State
ପ୍ରେମ ବିବାହ ହେଲେ ବି ବିବାହ ପୂର୍ବରୁ ବର ଚମ୍ପଟ, କନ୍ୟାର ଝୁଲନ୍ତା ମୃତ ଦେହ ଉଦ୍ଧାର
182
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ସବୁ ଠିକ୍ ଠାକ୍ ଥିଲା । ବାହାଘର ପାଇଁ ଖୁସି ଥିଲେ ପରିବାର ଲୋକେ । କିନ୍ତୁ ଛାଇଗଲା ଦୁଃଖର କଳାବାଦଲ। ସନ୍ଦେହଜନକ ସ୍ଥିତିରେ ଜୀବନ ହାରିଲା କନ୍ୟା । ଏପରି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ପନେଇଲ ଗ୍ରାମରେ । ଗାଁରେ ଜଣେ ଯୁବତୀଙ୍କ ସହ ଅନ୍ୟ ଜଣେ ଯୁବକଙ୍କ ସହ ପ୍ରେମ ବିବାହ ସ୍ଥିର ହୋଇଥିଲା । ସବୁ ବନ୍ଦୋବସ୍ତ ବି ସରିଥିଲା । କିନ୍ତୁ ବିବାହ ପୂର୍ବରୁ କନ୍ୟାର ସନ୍ଦେହ ଜନକ ମୃତ୍ୟୁ ଘଟିଛି । ଘର ଫ୍ୟାନରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଏପରିକି ବର ଚମ୍ପଟ ମଧ୍ୟ ମାରିଥିବା ଜଣାପଡିଛି । ସବୁଠାରୁ ବଡ କଥା ହେଲା ଯେ, ଉଭୟ ବର ଓ କନ୍ୟା ପ୍ରେମ କରି ବିବାହ ପାଇଁ ସ୍ଥିର କରିଥିଲେ । ପରିବାର ଲୋକେ ମଧ୍ୟ ରାଜିଥିଲେ । ଏପରିକି ପ୍ରେମ ବିବାହ ପାଇଁ ମାସକ ପୂର୍ବରୁ ବର କନ୍ୟା ଘରେ ମଧ୍ୟ ରହୁଥିଲା ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଁଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!