Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେକରେ ରଶି ଲଗାଇ ଯୁବତୀଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
August 3, 2022
in Crime, State
ବେକରେ ରଶି ଲଗାଇ ଯୁବତୀଙ୍କ ଆତ୍ମହତ୍ୟା
44
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ ଯୁବତୀଙ୍କ ଆତ୍ମହତ୍ୟା । ଇସ୍କନ ମନ୍ଦିର ସମ୍ମୁଖ ଗଳିରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ଯୁବତୀ । ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବାବେଳେ ଯୁବତୀ ଜଣକ କଟକ ଚୌଦ୍ୱାର କୁମ୍ଭାରପୁର ଗାଁର ରଞ୍ଜିତା ସାହୁ ବୋଲି ଜଣାପଡ଼ିଛି । ଘଟଣାସ୍ଥଳରେ ନୟାପଲ୍ଲୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ମୁତାବକ ଯୁବତୀ ଜଣକ ଭୁବନେଶ୍ୱରର ଏକ ଘରୋଇ ସଂସ୍ଥାରେ ଚାକିରି କରୁଥିଲେ। ତେବେ ଯୁତୀ ରହୁଥିବା ଭଡ଼ା ଘରର ମାଲିକ ଏ ନେଇ ଏକ ଚାଞ୍ଚଲ୍ୟକର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ଯୁବତୀ ଜଣକୁ କିଛି ମାସ ହେଲା ଜଣେ ଯୁବକ ହଇରାଣ କରୁଥିଲେ। ଯୁବତୀଙ୍କୁ ତାଙ୍କ ସହ ବିବାହ କରିବାକୁ କହୁଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!