Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩ ବର୍ଷର ଝିଅକୁ ଛାଡି ଫ୍ୟାନରେ ଝୁଲିଲେ ମା’

by ସଞ୍ଜୟ ସ୍ୱାଇଁ
August 6, 2022
in Crime, State
୧୩ ବର୍ଷ ବୟସରେ ପ୍ରେମ ବିବାହ, ରହିଲାନି ବେଶୀ ଦିନ ସଂସାର
50
VIEWS
Share on FacebookShare on Twitter

ନିଶ୍ଚିନ୍ତକୋଇଲି, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି । ବିବାହର ୫ ବର୍ଷ ପରେ ପାରିବାରିକ କଳହରୁ ୩ ବର୍ଷର ଝିଅକୁ ଛାଡି ଘର ଫ୍ୟାନ୍‌ରେ ଗାମୁଛା ବାନ୍ଧି ଆତ୍ମହତ୍ୟା କଲେ ମା’ । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ନେମାଳ ଥାନା ନରେନ୍ଦ୍ରପୁର ଫାଣ୍ଡି ଅନ୍ତର୍ଗତ ତରତ ପଞ୍ଚାୟତ ବାମରା ଗାଁରେ। ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ନେମାଳ ପୋଲିସ ଉଦ୍ଧାର କରିଛି । ମୃତ ମହିଳା ଜଣଙ୍କ ହେଲେ ବାମରା ଗାଁର ସୁଶାନ୍ତ ପାଣିଙ୍କ ପତ୍ନୀ ସସ୍ମିତା ପାଣି । ପାରିବାରିକ କଳହରୁ ମହିଳା ଜଣଙ୍କ ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି । ମୃତ ମହିଳାଙ୍କ ଗୋଟିଏ ୩ ବର୍ଷର ଝିଅ ଥିବା ସୂଚନା । ଘଟଣାସ୍ଥଳରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ମୃତଦେହ ପଞ୍ଚନାମା କରାଯାଇ ବ୍ୟବଚ୍ଛେଦ ପାଇଁ କଟକ ବଡ ମେଡିକାଲ ପଠାଯାଇଛି । ବ୍ୟବଚ୍ଛେଦ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!