Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ

by ସଞ୍ଜୟ ସ୍ୱାଇଁ
August 6, 2021
in Crime, State
ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ
49
VIEWS
Share on FacebookShare on Twitter

ରାଇରଙ୍ଗପୁର, (ବାଘୁଆବାର୍ତ୍ତା): ଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା କାଦୁଆଣି ଗ୍ରାମ ନିକଟ ଛାତନା ସାହି ନିକଟରେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା କାଦୁଆଣି ଗ୍ରାମ ନିକଟ ଛାତନା ସାହିରେ ଏକ ଗଛରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା । ମୃତଦେହ ଦେଖି ଗାଁଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି। ମୃତକ ହେଲେ ବିଶ୍ବନାଥ ହେମ୍ବ୍ରମ । ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ବ୍ୟକ୍ତି ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଏହି ଘଟଣାରେ ପୋଲିସ ତଦନ୍ତ ଜାରି ରଖିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!