Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିମ୍ବ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

by ସଞ୍ଜୟ ସ୍ୱାଇଁ
October 28, 2022
in Crime, State
ନିମ୍ବ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ
13
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ହତ୍ୟା ଅଭିଯୋଗ ଅଣିଲେ ପରିବାର ଲୋକ। ମୃତକ ଜଣଙ୍କ ହେଉଛନ୍ତି ବାଲେଶ୍ଵର ଜିଲ୍ଲା ସୋର ଥାନା ତଳନଗର ପଞ୍ଚାୟତ ଗଣ୍ଡତରା ଗ୍ରାମର ସୁଦାମ ମହାକୁଡଙ୍କ ପୁଅ ମାନସ ମହାକୁଡ। ମାନସଙ୍କ ମୃତଦେହ ଗାଁ ଶେଷ ମୁଣ୍ଡରେ ବିଲରେ ଥିବା ଏକ ନିମ୍ବ ଗଛରେ ଝୁଲୁଥିବା ଗ୍ରାମବାସୀ ଦେଖିବାକୁ ପାଇଥିଲେ। ମାନସ ହାଇଦ୍ରାବାଦରେ କାମ କରୁଥିଲେ। ଗତ ମାସ ହାଇଦ୍ରାବାଦରେ ଜଣେ ସାଙ୍ଗର ହତ୍ୟା ହେବା ପରେ ମାନସ ସାଙ୍ଗର ମୃତଦେହ ନେଇ ଔପଦା ଫେରିଥିଲା। ସାଙ୍ଗର ମୃତଦେହ ନେଇ ଆସିବା ପରେ ଏହି ହତ୍ୟାକାଣ୍ଡରେ ମାନସଙ୍କ ସମ୍ପୃକ୍ତି ଥିବା ନେଇ ସାଙ୍ଗର ପରିବାର ଲୋକ ଅଭିଯୋଗ କରିବା ସହ ବିଭିନ୍ନ ସମୟରେ ତାଙ୍କୁ ମାନସିକ ନିର୍ୟାତନା ଦେଉଥିଲେ । ଏହି ଘଟଣାକୁ ନେଇ ମାନସ କିଛି ଦିନ ହେବ ମାନସିକ ଅବସାଦରେ ଥିବା ସାଙ୍ଗମାନଙ୍କ ନିକଟରେ ପ୍ରକାଶ କରିଥିଲେ । ଆଜି ସକାଳେ ମାନସର ମୃତଦେହ ନିମ୍ବ ଗଛରେ ଝୁଲୁଥିବା ଦେଖି ପରିବାର ଲୋକ ପୋଲିସକୁ ଖବର ଦେଇଛନ୍ତି । ଘଟଣାସ୍ଥଳରେ ସୋର ପୋଲିସ ପହଞ୍ଚି ଶବ ଜବତ କରିବା ସହ ତଦନ୍ତ କରୁଥିବା ବେଳେ ମାନସର ପରିବାର ଲୋକ ହତ୍ୟା ଅଭିଯୋଗ କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!