Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ପିଇଓଙ୍କ ଆତ୍ମହତ୍ୟା ଉଦ୍ୟମ

by ସଞ୍ଜୟ ସ୍ୱାଇଁ
December 28, 2022
in Crime, State
ପୂର୍ବତନ ପିଇଓଙ୍କ ଆତ୍ମହତ୍ୟା ଉଦ୍ୟମ
152
VIEWS
Share on FacebookShare on Twitter

କଳାହାଣ୍ଡି, (ବାଘୁଆବାର୍ତ୍ତା): ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଆତ୍ମହତ୍ୟା ଉଦ୍ୟମ । ଗୁରୁତର ଅବସ୍ଥାରେ ପରିବାର ଲୋକେ ଉଦ୍ଧାର କରି ଭବାନିପାଟଣା ମେଡିକାଲରେ ଭର୍ତ୍ତି କରିଛନ୍ତି । ଲାଞ୍ଜିଗଡ ବ୍ଲକ୍ ପାହାଡପଦର ପଞ୍ଚାୟତର ପିଇଓ ଥିଲେ ଦେବାନନ୍ଦ ସାଗର । ଧର୍ମଗଡ ଥାନା ସିଲିପା ଗାଁରେ ନିଜ ଘରେ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଦେବାନନ୍ଦ । ସେ ପଞ୍ଚାୟତର ଅର୍ଥ ହେରଫେର ମାମଲାରେ ଛନ୍ଦି ହୋଇଥିଲେ । କଳାହାଣ୍ଡି ଜିଲ୍ଳାପାଳ ମଙ୍ଗଳବାର ଦିନ ତାଙ୍କୁ ନିଲମ୍ବିତ କରିଥିଲେ । ଭିଜିଲାନ୍ସ ସ୍କାନରରେ ଥିଲେ ଦେବାନନ୍ଦ । ଭିଜିଲାନ୍ସ ଗିରଫ କରିବା ଭୟରେ ଦେବାନନ୍ଦ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି । ଧର୍ମଗଡ ପୋଲିସ ଘଟଣାର ତଦନ୍ତ କରୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!