Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମିକାକୁ ଭିଡିଓ କଲ୍ କରି ଝୁଲିପଡିଲେ ନୟାଗଡ଼ର ଯୁବକ

by ସଞ୍ଜୟ ସ୍ୱାଇଁ
January 19, 2023
in Crime, Nayagarh, State
ପ୍ରେମିକାକୁ ଭିଡିଓ କଲ୍ କରି ଝୁଲିପଡିଲେ ନୟାଗଡ଼ର ଯୁବକ
1.4k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଉ ଜଣେ ଯୁବକଙ୍କ ଆତ୍ମହତ୍ୟା । ଭିଡିଓ କଲ୍‌ରେ ଝୁଲିପଡିଲେ ଯୁବକ । ମୃତକ ନୟାଗଡ଼ର ସର୍ବେଶ୍ୱର ପରିଡ଼ା ବୋଲି ଜଣାପଡିଛି । ଲିଙ୍ଗରାଜ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି ତଦନ୍ତ ଜାରି ରଖିଛି । ନୟାଗଡ଼ର ସର୍ବେଶ୍ୱର ପରିଡ଼ା ଭୁବନେଶ୍ୱରର ପୁରୁଣା ଭୁବନେଶ୍ୱରରେ ରହୁଥିଲେ । ସେ ଏଠାର ଏକେ ଗାଡି ସର୍ଭିସ ସେଣ୍ଟରରେ କାମ କରୁଥିଲେ । ହେଲେ ପ୍ରେମରେ ବିଫଳ ହେବାରୁ ନେଇଗଲେ ଚରମ ନିଷ୍ପତ୍ତି । ଆଉ ପ୍ରେମିକାକୁ ଭିଡିଓ କଲ୍ କରି ଆତ୍ମହତ୍ୟା କରିଦେଲା ଯୁବକ । ବେକରେ ଗାମୁଛା ଲଗାଇ ଝୁଲିପଡିଲେ ସର୍ବେଶ୍ୱର । ଏହାପରେ ସ୍ଥାନୀୟ ଲିଙ୍ଗରାଜ ପୋଲିସକୁ ତୁରନ୍ତ ଖବର ଦିଆଯାଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ୍ କାରଣ ଜଣାପଡିବ ବୋଲି ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!