Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀ ଓଢ଼ଣୀରେ ଝୁଲିପଡ଼ିଲେ ସ୍ଵାମୀ

by ସଞ୍ଜୟ ସ୍ୱାଇଁ
August 31, 2023
in Crime, State
ସ୍ତ୍ରୀ ଓଢ଼ଣୀରେ ଝୁଲିପଡ଼ିଲେ ସ୍ଵାମୀ
189
VIEWS
Share on FacebookShare on Twitter

ବାରଙ୍ଗ, (ବାଘୁଆବାର୍ତ୍ତା): ରାଜଧାନୀରେ ଅଭାବନୀୟ ଘଟଣା। ପାରିବାରିକ କଳହର କରୁଣ ପରିଣତି। ସ୍ତ୍ରୀ ଓଢ଼ଣୀରେ ଝୁଲିପଡ଼ିଲେ ସ୍ଵାମୀ । ମୃତ ସ୍ବାମୀଙ୍କ ନାମ ପ୍ରକାଶ ସାମଲ ହୋଇଥିବା ବେଳେ ତାଙ୍କ ସ୍ତ୍ରୀଙ୍କ ନା ରଶ୍ମି ସାମଲ। ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଘଟିଛି ଘଟଣା । ଖବର ଅନୁଯାୟୀ, ମଞ୍ଚେଶ୍ୱର୍ ଥାନା ଭାଗବତ ସନ୍ଧାନ କଲୋନୀରେ ସ୍ଵାମୀ-ସ୍ତ୍ରୀ ଝଗଡ଼ା ନେଇଛି କରୁଣ ପରିଣତି । ସ୍ତ୍ରୀ ଉପସ୍ଥିତିରେ ସ୍ଵାମୀ ଆତ୍ମହତ୍ୟା କରିଛନ୍ତି । ପ୍ରକାଶ ଓ ସ୍ତ୍ରୀ ରଶ୍ମି ବୁଧବାର ଯାଜପୁର ସ୍ଥିତ ମଙ୍ଗଳପୁର ଗାଁରୁ ଫେରିବା ପରେ କୌଣସି ଏକ କଥାକୁ ନେଇ ଉଭୟଙ୍କ ମଧ୍ୟରେ ଭୀଷଣ ଝଗଡ଼ା ହୋଇଥିଲା। ଶେଷରେ ପ୍ରକାଶ ନିଜ ସ୍ତ୍ରୀକୁ ଘରୁ ବାହାର କରି ଭିତର ପଟୁ କବାଟ ଦେଇଥିଲେ। ପରେ ସ୍ତ୍ରୀଙ୍କ ଓଢ଼ଣୀ ସାହାଯ୍ୟରେ ଘରେ ଥିବା ଫ୍ୟାନରେ ଝୁଲି ପଡ଼ିଥିଲେ। ସେପଟେ ଆତ୍ମହତ୍ୟାର ପ୍ରକୃତ କାରଣ ଜଣାପଡିନଥିବା ବେଳେ ଘଟଣା ସ୍ଥଳରେ ମଞ୍ଚେଶ୍ୱର୍ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍ ଟିମ୍‌ର ସହଯୋଗ ନେଇପାରେ ପୋଲିସ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!