Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍କୁଲ ପାଇଖାନାରୁ ମିଳିଲା ପିଅନଙ୍କ ଝୁଲନ୍ତା ମୃତଦେହ

by ସଞ୍ଜୟ ସ୍ୱାଇଁ
July 22, 2024
in Crime, State
ସ୍କୁଲ ପାଇଖାନାରୁ ମିଳିଲା ପିଅନଙ୍କ ଝୁଲନ୍ତା ମୃତଦେହ
70
VIEWS
Share on FacebookShare on Twitter

ଜଗତସିଂହପୁର, (ବାଘୁଆବାର୍ତ୍ତା): ସ୍କୁଲର ପାଇଖାନାରୁ ଝୁଲନ୍ତା ଅବସ୍ଥାରେ ପିଅନଙ୍କ ମୃତଦେହ ଜବତ । ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକ ଭୂତମୁଣ୍ଡାଇ ପାରାଦୀପ ପୋର୍ଟ ସରକାରୀ ହାଇସ୍କୁଲରେ । ମୃତକ ହେଲେ ୪୪ ବର୍ଷୀୟ ଦିଲୀପ କୁମାର ସ୍ବାଇଁ । ସକାଳେ ଘରୁ ସେ ସ୍କୁଲକୁ ଯାଇଥିଲେ । ଛାତ୍ରଛାତ୍ରୀ ଆସିବା ପୂର୍ବରୁ ସ୍କୁଲ ଖୋଲି ଝାଡ଼ୁ ମାରିଥିଲେ । ହେଲେ ପିଲାମାନେ ସ୍କୁଲ ଆସି ପାଇଖାନାରେ ତାଙ୍କ ମୃତଦେହ ଝୁଲୁଥିବା ଅବସ୍ଥାରେ ଦେଖିଥିଲେ । ପିଲାମାନେ ଶିକ୍ଷକଙ୍କୁ ଚିତ୍କାର କରି ଡାକିଥିଲେ । ଶିକ୍ଷକ ପହଞ୍ଚିବା ପରେ ଲକ୍ ଥାନାକୁ ଖବର ଦିଆଯାଇଥିଲା । ଖବର ପାଇ ପୋଲିସ ସ୍କୁଲରେ ପହଞ୍ଚି ମୃତଦେହ ଜବତ କରି ବ୍ଯବଚ୍ଛେଦ ପାଇଁ ପଠାଇଛି । ଆଜି ସ୍କୁଲରେ ପରୀକ୍ଷା ଥିବା ବେଳେ ପିଅନଙ୍କ ମୃତ୍ଯୁ ପାଇଁ ପରୀକ୍ଷା କରାଯାଇନାହିଁ । ଦିଲୀପ ଜଣେ ପାଲା କଳାକାର ଭାବେ ସ୍ଥାନୀୟ ଅଞ୍ଚଳରେ ପରିଚିତ । ତେବେ ଦିଲୀପଙ୍କ ମୃତ୍ୟୁ କେମିତି ହେଲା ? ଆତ୍ମହତ୍ୟା ପଛର କାରଣ କ’ଣ ତାହା ସ୍ପଷ୍ଟ ହୋଇନି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!