Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓରସାକରେ କାର୍ଯ୍ୟରତ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସ୍ୱାମୀ ଅଟକ

by ସଞ୍ଜୟ ସ୍ୱାଇଁ
December 27, 2024
in Crime, State
ଓରସାକରେ କାର୍ଯ୍ୟରତ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସ୍ୱାମୀ ଅଟକ
96
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଇନଫୋସିଟି ଥାନା ଅନ୍ତର୍ଗତ ପଟିଆ ଅଞ୍ଚଳରୁ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ମହିଳା ଜଣଙ୍କ ହେଲେ ତପସ୍ୱିନୀ ମିଶ୍ର। ପୁଲିସ ମୃତ ମହିଳାଙ୍କ ସ୍ୱାମୀ ବିଶ୍ୱ ସମ୍ପଦଙ୍କୁ ଅଟକ ରଖିଛି। ତପସ୍ୱିନୀ ଓ ବିଶ୍ୱ ପଟିଆ ଅଞ୍ଚଳରେ ରହୁଥିଲେ। ତପସ୍ୱିନୀ ରାଜ୍ୟ ସରକାରଙ୍କର ଓରସାକରେ କାର୍ଯ୍ୟରତ ଥିଲେ। ବିଶ୍ୱ ଆଇଟି କମ୍ପାନୀରେ ଇଞ୍ଜିନୟର ଭାବେ କାମ କରୁଛନ୍ତି। ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା। ଏନେଇ ବିଶ୍ୱ ତପସ୍ୱିନୀଙ୍କ ପରିବାର ଲୋକଙ୍କୁ ଖବର ଦେବା ସହ ପୁଲିସକୁ ଜଣାଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷରେ ତପସ୍ୱିନୀଙ୍କୁ ତାଙ୍କ ସ୍ୱାମୀ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୁଲିସ ବିଶ୍ୱଙ୍କୁ ଅଟକ ରଖି କେମିତି ଓ କେଉଁ ପରିସ୍ଥିତିରେ ତପସ୍ୱିନୀଙ୍କ ମୃତ୍ୟୁ ହେଲା ପଚରାଉଚରା କରୁଛି ଓ ଘଟଣାର ତଦନ୍ତ କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!