Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗାଡି କିଣିବା ପାଇଁ ଘରଲୋକ ଟଙ୍କା ନଦେବାରୁ ଯୁବକଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
October 11, 2021
in Crime, State
ଗାଡି କିଣିବା ପାଇଁ ଘରଲୋକ ଟଙ୍କା ନଦେବାରୁ ଯୁବକଙ୍କ ଆତ୍ମହତ୍ୟା
397
VIEWS
Share on FacebookShare on Twitter

ବାଲିପାଟଣା, (ବାଘୁଆବାର୍ତ୍ତା): ଗାଡି କିଣିବା ପାଇଁ ଟଙ୍କା ନଦେବାରୁ ଯୁବକଙ୍କ ଆତ୍ମହତ୍ୟା । ଯୁବକ ଜଣଙ୍କ ହେଉଛନ୍ତି ବାଲିପାଟଣା ଥାନା କୁଳନ୍ତିରାଶାସନ ଗ୍ରାମର ଦିବ୍ୟ ପ୍ରସାଦ ମହାନ୍ତି । ଶୋଇବା ଘରେ ବେକରେ ଗାମୁଛା ଲଗାଇ ସେ ଆତ୍ମହତ୍ୟା କରିଛନ୍ତି । ଖବର ପାଇ ବାଲିପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ୍ ପଠାଇଛି । ଉଲ୍ଲେଖଯୋଗ୍ୟ ଯେ, ଦିବ୍ୟପ୍ରସାଦ ଏକ ବାଇକ୍ କିଣିବା ପାଇଁ ଘରେ ୧୦ ହଜାର ଟଙ୍କା ମାଗିଥିଲେ । ମାତ୍ର ଟଙ୍କା ଦେବା ପାଇଁ ଘର ଲୋକ ରାଜି ହୋଇନଥିଲେ । ଏଥିରେ ଦିବ୍ୟପ୍ରସାଦ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!