Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ଯୁବତୀ

by ସଞ୍ଜୟ ସ୍ୱାଇଁ
October 11, 2021
in Crime, State
ବେକରେ ରଶି ଲଗାଇ ଆତ୍ମହତ୍ୟା କଲେ ଯୁବତୀ
52
VIEWS
Share on FacebookShare on Twitter

ଚାନ୍ଦବାଲି, (ବାଘୁଆବାର୍ତ୍ତା): ଭଦ୍ରକ ଜିଲ୍ଲା ଧାମରା ଥାନା ଅନ୍ତର୍ଗତ ଧାମରା ଦକ୍ଷିଣସାହିରେ ଜଣେ ଯୁବତୀ ବେକରେ ରଶି ଲାଗାଇ ଆତ୍ମହତ୍ୟା କରିଛନ୍ତି । ତେବେ ଯୁବତୀ ଜଣଙ୍କ କେଉଁ କାରଣରୁ ଆତ୍ମହତ୍ୟା କରିଛନ୍ତି ତାର ସ୍ପଷ୍ଟ ସୂଚନା ମିଳନାହିଁ । ଘଟଣାସ୍ଥଳରେ ଚାନ୍ଦବାଲି ପୋଲିସ ଉପଖଣ୍ଡ ଆରକ୍ଷୀ ଅଧିକାରୀଙ୍କ ସହ ଧାମରା ପୋଲିସ ଏବଂ ଫୋରେନସିକ୍ ଟିମ୍ ଓ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଶବ ଜବତ କରାଯିବା ପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ଏହି ଘଟଣାରେ ଏସଡ଼ିପିଓ ଉପସ୍ଥିତ ରହିବା ସହ ଘଟଣାର ଅଧିକ ତଦନ୍ତ ପାଇଁ ଫୋରେନସିକ୍ ଟିମ୍ ସାହାଯ୍ୟରେ ତଦନ୍ତ ଜାରି ରହିଛି । ଆତ୍ମହତ୍ୟା କରିଥିବା ଯୁବତୀ ଜଣଙ୍କ ହେଉଛନ୍ତି କୃଷ୍ଣଚନ୍ଦ୍ର ମିସ୍ତ୍ରୀଙ୍କ ଝିଅ ରିତାରାଣୀ ମିସ୍ତ୍ରୀ ବୋଲି ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!