Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କିଟନାଶକ ଖାଇ ମହିଳାଙ୍କର ଆତ୍ମହତ୍ୟା ଉଦ୍ୟମ, ମହିଳାଙ୍କର ମୃତ୍ୟୁ, ପୋଲିସର ତଦନ୍ତ ଆରମ୍ଭ

by ସଞ୍ଜୟ ସ୍ୱାଇଁ
July 15, 2021
in Crime, State
କିଟନାଶକ ଖାଇ ମହିଳାଙ୍କର ଆତ୍ମହତ୍ୟା ଉଦ୍ୟମ, ମହିଳାଙ୍କର ମୃତ୍ୟୁ, ପୋଲିସର ତଦନ୍ତ ଆରମ୍ଭ
31
VIEWS
Share on FacebookShare on Twitter

ବନ୍ଧୁଗାଁ, (ବାଘୁଆବାର୍ତ୍ତା): ବନ୍ଧୁଗାଁ ଥାନା ଅନ୍ତର୍ଗତର କୋମ୍ଭୁଗାଣ୍ଡା ଗ୍ରାମ ପଞ୍ଚାୟତର କୋମ୍ଭୁଗାଣ୍ଡା ଗ୍ରାମ ଠାରେ ଏକ ଅଭାବନୀୟ ଘଟଣା ଘଟିଛି । ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ଗତ ପାଞ୍ଚମାସ ପୂର୍ବେ କୋମ୍ଭୁଗାଣ୍ଡା ଗ୍ରାମର ନବୀନ ମେଲେକାଙ୍କ ସହ ଆନ୍ଧ୍ରର ବିଜୟ ନଗରମ ଜିଲ୍ଲାର କୋମରୋଡା ଥାଆନର ଗୁଣଆଖାଳ ପଞ୍ଚୟତର କୁନ୍ତେସୁ ଗ୍ରାମର କୋଣ୍ଡାଗୋରି ରାଜେୟାଙ୍କ ବଡ଼ଝିଅ ଶାନ୍ତି କଣ୍ଡାଗୋରିଙ୍କ ସହ ରିତି ନିତୀ ଅନୁଯାଇ ବିବାହ ହୋଇଥିଲ । ଏଥି ମଧ୍ୟରେ ଦୁହେଁ ସ୍ୱାମୀ ଓ ସ୍ତ୍ରୀ ବହୁତ ଆନନ୍ଦ ଓ ଖୁସିରେ ରହୁଥିଲେ । କୌଣସି କାରଣରୁ ଶାନ୍ତି କୀଟନାଶକ ଖାଇ ଆତ୍ମହତ୍ୟା ଉଦ୍ୟମ କରିଥିଲା । ତାଙ୍କୁ ବନ୍ଧୁଗାଁ ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା କରିବା ପାଇଁ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ଶାନ୍ତିଙ୍କୁ ଦେଖି ମୃତ୍ୟୁ ଘୋଷଣା କରିଥିଲେ । ଏନେଇ ଶାନ୍ତିଙ୍କ ପରିବାର ପକ୍ଷରୁ ଥାନାରେ ଏକ ମାମଲା ରୁଜୁ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!