Wednesday, September 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହକୁ ନେଇ ଉଭୟ ସ୍ୱାମୀ ସ୍ତ୍ରୀ ଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
July 24, 2021
in Crime, State
ପାରିବାରିକ କଳହକୁ ନେଇ ଉଭୟ ସ୍ୱାମୀ ସ୍ତ୍ରୀ ଙ୍କ ଆତ୍ମହତ୍ୟା
73
VIEWS
Share on FacebookShare on Twitter

ରଗଡି, (ବାଘୁଆବାର୍ତ୍ତା): ଦମ୍ପତ୍ତିଙ୍କ ଆତ୍ମହତ୍ୟା। ଯାଜପୁର ଜିଲ୍ଲା କୋରାଇ ଥାନା ଗୌରପୁର ପଞ୍ଚାୟତର ଯୁଗଳ ଗାଁର ଶାନ୍ତନୁ ଜେନା (୩୬) ସବିତା ଜେନା (୩୨) ଉଭୟ ୨୦୧୬ ମସିହାରେ ବୈଦିକ ରୀତିନୀତିରେ ବିବାହ କରିଥିଲେ କ୍ଷ ସେବେଠାରୁ ସୁଖ ଶାନ୍ତିରେ ବୈବାହିକ ଜୀବନ ଅତିବାହିତ କରୁଥିଲେ ଉଭୟ ସ୍ଵାମୀ ସ୍ତ୍ରୀ। ବିଗତ କିଛି ଦିନ ତଳେ ସବିତାଙ୍କ ଭାଇକୁ ଫୋନ ମାଧ୍ୟମରେ ଏକ ଖବର ଆସିଥିଲା କି ଉଭୟଙ୍କ ମଧ୍ୟରେ କଳହ ଲାଗି ରହୁଛି। ଏବଂ ତାଙ୍କ ପତ୍ନୀଙ୍କ ମଧ୍ୟରେ ପାରିବାରିକ କଳହ ଲାଗିରହିଥିଲା । ଫଳରେ ଉଭୟ ଆତ୍ମହତ୍ୟା କରିଛିନ୍ତି । ଖବର ପାଇ ଘଟଣାସ୍ଥଳରେ କୋରେଇ ଥାନା ପୋଲିସ ପହଞ୍ଚିଥିଲା । ଘଟଣାସ୍ଥଳରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ପୋଲିସ । ତଦନ୍ତ ଜାରି ରଖିଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!