Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ମହିଳା ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟର ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

by ସଞ୍ଜୟ ସ୍ୱାଇଁ
January 25, 2025
in Nayagarh, State
ନୟାଗଡ଼ ମହିଳା ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟର ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ
658
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟରେ ଅଭାବନୀୟ ଘଟଣା । ଲେଡିଜ ହଷ୍ଟେଲ ୩ ମହଲାରୁ ଡେଇଁ ଜଣେ ଯୁକ୍ତ ୨ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ । ତଳେ ପଡ଼ିବା ପରେ ଛାତ୍ରଛାତ୍ରୀ ଓ କଲେଜ କର୍ମଚାରୀମାନେ ଉଦ୍ଧାର କରି ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ l ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି l ନୟାଗଡ଼ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି l ଏ ନେଇ କଲେଜ କର୍ତ୍ତୃପକ୍ଷ ପରିବାର ଲୋକଙ୍କୁ ଖବର ଦେଇଛନ୍ତି l ପୋଲିସ ଅଧିକ ତଦନ୍ତ ଜାରି ରଖିଛି l ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମର କାରଣ ଜଣାପଡ଼ିନଥିବା ବେଳେ ପ୍ରେମ ଜନିତ କାରଣରୁ ଆତ୍ମହତ୍ୟା ଉଦ୍ୟମ କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!