Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
May 18, 2025
in State
ରଶି ଲଗାଇ ଯୁବକଙ୍କ ଆତ୍ମହତ୍ୟା
4
VIEWS
Share on FacebookShare on Twitter

ଘଷିପୁରା, (ବାଘୁଆବାର୍ତ୍ତା): କୁମୁଣିଆ ଗ୍ରାମରେ ଜଣେ ଯୁବକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଯୁବକ ଜଣକ ହାବୁଲ ନାୟକ (୪୫) ବୋଲି ଜଣା ପଡ଼ିଛି । ତାଙ୍କ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି । କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଅନ୍ତର୍ଗତ କୁମୁଣିଆ ଗ୍ରାମରେ ଏଭଳି ଘଟଣା ଘଟିଛି । ସୂଚନା ମୁତାବକ, ହାବୁଲ ଜଣେ ଫୁଟବଲ ଖେଳାଳି ଥିବା ବେଳେ କିଛି ଦିନ ହେବ ମାନସିକ ଦୁଶ୍ଚିନ୍ତାରେ ଥିଲେ । ରବିବାର ଭୋର ସମୟରେ ପରିବାର ଲୋକେ ବାହାରକୁ ଯାଇଥିବା ବେଳେ ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ ହାବୁଲ । ଏହା ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ମେଡିକାଲକୁ ପଠାଇଛି । ଏହା ସହ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ତାଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଛାୟା ଖେଳିଯାଇଥିବା ବେଳେ କୁମୁଣିଆ ଫୁଟବଲ କ୍ଲବର ସଦସ୍ୟମାନେ ଶୋକ ପ୍ରକାଶ କରିଛନ୍ତି ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!