Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମ ବ୍ୟାପାର, ଜୀବନ ହାରିଲେ ଯୁବତୀ

by ସଞ୍ଜୟ ସ୍ୱାଇଁ
April 18, 2025
in Crime, State
ପ୍ରେମ ବ୍ୟାପାର,  ଜୀବନ ହାରିଲେ ଯୁବତୀ
82
VIEWS
Share on FacebookShare on Twitter

ସୋର, (ବାଘୁଆବାର୍ତ୍ତା): ଜଣେ ଯୁବତୀ ପ୍ରେମ ଜନିତ କାରଣରୁ ସୋର ଥାନା ମହୁମୁହାଣଠାରେ ହାତକୁ ବ୍ଲେଡରେ କାଟି ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ଯୁବତୀ ଜଣଙ୍କ ହେଲେ ନୀଳଗିରି ଥାନା ଜଡିଦା ପଞ୍ଚାୟତ ପୋଡାଷୋଳ ଗ୍ରାମର ସୀତା ସିଂ (୨୫)। ସୀତା ଗତ ସାତ ବର୍ଷ ଧରି ମହୁମୁହାଣ ଠାରେ ବ୍ଲକ ଉପାଧକ୍ଷ ଭ୍ରମରବର ନାୟକଙ୍କ ନିକଟରେ ପଥର ପିଟି ପରିବାର ପ୍ରତିପୋଷଣ କରନ୍ତି। ଗତକାଲି ରାତିରେ ସେ ତାଙ୍କ ପ୍ରେମିକକୁ ଫୋନ କରିବା ପରେ ନିଜ ହାତକୁ ଏକ ବ୍ଲେଡରେ ବାରମ୍ବାର କାଟିଥିଲେ। ପରେ ନିଜ ଶୋଇଥିବା ଘରେ ବେକରେ ଆପ୍ରୋନ ଲଗାଇ ଗଡାଣରେ ଝୁଲିପଡ଼ିଥିଲେ। ସୋର ଥାନା ମହୁମୁହାଣଠାରେ ହାତକୁ ବ୍ଲେଡରେ କାଟି ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ଯୁବତୀ ଜଣଙ୍କ ହେଲେ ନୀଳଗିରି ଥାନା ଜଡିଦା ପଞ୍ଚାୟତ ପୋଡାଷୋଳ ଗ୍ରାମର ସୀତା ସିଂ (୨୫)। ସୀତା ଗତ ସାତ ବର୍ଷ ଧରି ମହୁମୁହାଣ ଠାରେ ବ୍ଲକ ଉପାଧକ୍ଷ ଭ୍ରମରବର ନାୟକଙ୍କ ନିକଟରେ ପଥର ପିଟି ପରିବାର ପ୍ରତିପୋଷଣ କରନ୍ତି। ଗତକାଲି ରାତିରେ ସେ ତାଙ୍କ ପ୍ରେମିକକୁ ଫୋନ କରିବା ପରେ ନିଜ ହାତକୁ ଏକ ବ୍ଲେଡରେ ବାରମ୍ବାର କାଟିଥିଲେ। ପରେ ନିଜ ଶୋଇଥିବା ଘରେ ବେକରେ ଆପ୍ରୋନ ଲଗାଇ ଗଡାଣରେ ଝୁଲିପଡ଼ିଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାକୁ ଆଣିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋର ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଆଜି ସକାଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାକୁ ଆଣିଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋର ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!