Saturday, November 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲରେ ଆତ୍ମହତ୍ୟା କଲେ ଗୋବିନ୍ଦ ସାହୁ

by ସଞ୍ଜୟ ସ୍ୱାଇଁ
December 20, 2022
in Crime, State
ଜେଲରେ ଆତ୍ମହତ୍ୟା କଲେ ଗୋବିନ୍ଦ ସାହୁ
626
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମମିତା ମେହେର ଘଟଣାରେ ଦୋଷୀ ଗୋବିନ୍ଦ ସାହୁଙ୍କ ଆତ୍ମହତ୍ୟା । କଣ୍ଟାବାଜି ମେଡିକାଲ ତାଙ୍କୁ ମୃତ ଘୋଷଣା କରାଯାଇଛି । ସୂଚନା ମୁତାବକ ତାଙ୍କୁ ଆଜି କୋର୍ଟରେ ହାଜର ହେବାର ଥିଲା । ଆଜି ଜେଏମଏଫସି କୋର୍ଟରେ ହାଜର ହୋଇଥାଆନ୍ତେ ଗୋବିନ୍ଦ । ବହୁଚର୍ଚ୍ଚିତ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ କଣ୍ଟାବାଞ୍ଜି ଜେଲକୁ ପଠାଇ ଦିଆଯାଇଥିଲା । ମମିତା ମେହେର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ପୁଲିସର ସୁରକ୍ଷା ଘେରାକୁ ଚକମା ଦେଇ ଟିଟିଲାଗଡ଼ ବାରାକରୁ ଚମ୍ପଟ ମାରିଥିଲେ ଯାହା ଫଳରେ ମାମଲାରେ ଶୁଣାଣି ପାଇଁ ତାଙ୍କୁ ଜେଏମ୍ଏଫସି କୋର୍ଟରେ ହାଜର କରାଯାଇଥିଲା । ଗୋବିନ୍ଦ ଓକିଲ ନଦେବାରୁ ସରକାରଙ୍କ ପକ୍ଷରୁ ଆଇନ ସହାୟକ ସୁରେନ ପଣ୍ଡା ମାମଲା ପରିଚାଳନା କରିଥିଲେ । କୋର୍ଟଙ୍କ ନିର୍ଦେଶକ୍ରମେ ଜାମିନ ପାଇଁ ଆବେଦନ କରିଥିବା, ପରବର୍ତ୍ତୀ ପର‌୍ୟ୍ୟାୟରେ ଅଭିଯୁକ୍ତଙ୍କ ପକ୍ଷରୁ ଜାମିନଦାର ପହଞ୍ଚିଲେ କୋର୍ଟ ଜାମିନ ବିଚାରକୁ ନେବେ ବୋଲି ଶ୍ରୀ ପଣ୍ଡା କହିଥିଲେ । ତେବେ ଆଜି ଜେଏମ୍ଏଫସି କୋର୍ଟରେ ତାଙ୍କୁ ହାଜର ହେବାକୁ କୁହାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!