Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋବାଇଲ ବାରଣ କଲା ମା’, ବେକରେ ବେଡ଼ସିଟ ଲଗାଇ ଝୁଲି ପଡିଲେ ପୁଅ

by ସଞ୍ଜୟ ସ୍ୱାଇଁ
May 15, 2025
in State
ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ପୋଲିସ ଫୋର୍ସ ମୁତୟନ
35
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ମୋବାଇଲ ନ ଦେବାରୁ ଆତ୍ମହତ୍ୟା କଲେ ନବମ ଶ୍ରେଣୀ ଛାତ୍ର । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସହଦେବଖୁଣ୍ଟା ଥାନା ବାଲିଆ ଅଞ୍ଚଳରେ। ମୃତକ ହେଲେ ତପନ ଗିରୀଙ୍କ ସାନ ପୁଅ ପ୍ରିଆଁଶୁ ପ୍ରୀତମ ଗିରି। ପାଠ ପଢିବାକୁ କହି ମୋବାଇଲ ଦେଖିବାକୁ ମାଆ ବାରଣ କରିବାରୁ ନବମ ଶ୍ରେଣୀ ଛାତ୍ର ଆତ୍ମହତ୍ୟା କରିଛନ୍ତି। ବେକରେ ବେଡ଼ସିଟ ଲଗାଇ ଫ୍ୟାନରେ ଝୁଲି ପଡ଼ିଥିଲେ ଛାତ୍ର ଜଣକ।

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!