Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହକୁ ନେଇ ନିଜକୁ ଗୁଳି କରି ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
August 3, 2021
in Crime, State
ପାରିବାରିକ କଳହକୁ ନେଇ ନିଜକୁ ଗୁଳି କରି ଆତ୍ମହତ୍ୟା
125
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କଲେ ସିକ୍ୟୁରିଟି ଗାର୍ଡ । ଭୁବନେଶ୍ବର ଏୟାରପୋର୍ଟ ଥାନା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଭୁବନେଶ୍ବର ଏୟାରପୋର୍ଟ ଥାନା ଅଞ୍ଚଳରେ ନିଜ ବନ୍ଧୁକରୁ ଗୁଳି କରି ଆତ୍ମହତ୍ୟା କଲେ ସିକ୍ୟୁରିଟି ଗାର୍ଡ । ମୃତକ ହେଲେ କୃଷ୍ଣଚନ୍ଦ୍ର ଦାସ । ତେବେ ସଂପୃକ୍ତ ସିକ୍ୟୁରିଟି ଗାର୍ଡ ଜଣଙ୍କର ଆତ୍ମହତ୍ୟାର ପ୍ରକୃତ କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଘଟଣାସ୍ଥଳରେ ଏୟାରପୋର୍ଟ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ପୋଲିସ । ତେବେ ପାରିବାରିକ କଳହ ଯୋଗୁଁ ସିକ୍ୟୁରିଟି ଗାର୍ଡ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!