Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମିକାର ହୋଇଥିଲା ବାହାଘର ଠିକ, ଘରେ ରାଜି ନଥିଲେ, ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 29, 2021
in Crime, State
ପ୍ରେମିକାର ହୋଇଥିଲା ବାହାଘର ଠିକ, ଘରେ ରାଜି ନଥିଲେ, ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର
354
VIEWS
Share on FacebookShare on Twitter

ନିଆଳି, (ବାଘୁଆବାର୍ତ୍ତା): କାଜୁ ବଗିଚାରୁ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର ହୋଇଛି । କଟକ ଜିଲ୍ଲା ନିଆଳି ଥାନା ଅଧିନ ନୂଆଗାଁ ଅର୍କତିର୍ଥ ମଠ କାଜୁ ବଣରେ ପ୍ରେମୀ ଯୁଗଳଙ୍କ ଝୁଲନ୍ତା ଶବକୁ ପ୍ରଥମେ ଛେଳି ଚରାଳି ଦେଖିଥିଲେ । ପରେ ଘଟଣାଟି ସ୍ଥାନୀୟ ଅଞ୍ଚଳରେ ପ୍ରଚାରିତ ହୋଇଥିଲା। ପରେ ଗ୍ରାମବାସୀ ପୋଲିସକୁ ଏନେଇ ଖବର ଦେଇଥିଲେ। ନିଆଳି ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରେମୀ ଯୁଗଳ ନିଆଳି ଥାନା ନୂଆପାଟଣା ଗ୍ରାମର ହୋଇଥିବା ଜଣାପଡ଼ିଛି । ଉଭୟ ପରସ୍ପରଙ୍କୁ ଦୀର୍ଘଦିନ ଧରି ଭଲପାଇ ଆସୁଥିଲେ । ଝିଅ ଘର ପରିବାର ଲୋକ ଅନ୍ୟତ୍ର ବାହାଘର ଠିକ୍ କରିଦେଇଥିବା କଥା ଶୁଣି ଝିଅଟି ଭଲ ପାଉଥିବା ପୁଅ ସହିତ ଗତ କାଲି ବିଳମ୍ବିତ ରାତିରେ ଫେରାର ହୋଇଯାଇଥିଲା । ପରିବାର ଲୋକ ରାତି ସାରା ଝିଅକୁ ବନ୍ଧୁ ବ।ନ୍ଧବରେ ଖୋଜି ପାଇନଥିଲେ । ମଧ୍ୟାହ୍ନରେ ଘଟଣାସ୍ଥଳରେ ପରିବାର ଲୋକେ କାଜୁ ବଣରେ ଝୁଲୁଥିବା ପ୍ରେମୀ ଯୁଗଳଙ୍କ ଶବ ଦେଖି ଝିଅକୁ ଚିହ୍ନିଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ । ତେବେ ଏହି ଘଟଣାଟି ସାରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!