Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁ ଅଂଚଳରେ ଆଉ ଜଣେ ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ

by Anil Panda
June 28, 2020
in Breaking, Nayagarh
ଓଡ଼ଗାଁ ଅଂଚଳରେ ଆଉ ଜଣେ ଯୁବକଙ୍କ ଆତ୍ମହତ୍ୟା: କାରଣ ଅସ୍ପଷ୍ଟ
177
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା କୁରାଳ ଫାଣ୍ଡି ଅଂଚଳରେ ପୁଣି ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାଯାଇଛି । ଗତ ଗୁରବାର ଦିନ କୁରାଳ ଗଡ଼ସାହିର ଜଣେ ଯୁବକ ଆତ୍ମହତ୍ୟା କରିଥିବା ବେଳେ ଆଜି ଗିରିଡ଼ିପଲ୍ଲୀର ଜଣେ ଯୁବକ ପୁଣି ଆତ୍ମହତ୍ୟା କରିଛନ୍ତି । ସୂଚନା ଅନୁସାରେ ଗିରିଡ଼ିପଲ୍ଲୀ ଗ୍ରାମର ଦେବରାଜ ବେହେରାଙ୍କ ମଧ୍ୟମ ପୁତ୍ର ଦେବୀପ୍ରସାଦ ବେହେରା(୧୯) ଘରେ କେହି ନଥିବା ସମୟରେ ରବିବାର ସକାଳୁ ବେକରେ ରସି ଲଗାଇ ଆତ୍ମହତ୍ୟା କରଛନ୍ତି । ଆତ୍ମହତ୍ୟାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବା ବେଳେ ଓଡ଼ଗାଁ ପୋଲିସ ଘଟଣା ସ୍ଥଳରେ ପହଁଚି ଶବ ଜବତ କରି ବ୍ୟବଛେଦ ପରେ ଶବ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ଅନ୍ୟପକ୍ଷେ, ଓଡ଼ଗାଁ ଅଂଚଳରେ ପୁଲିସ ରେକର୍ଡ଼ ଅନୁସାରେ ଏହା ଦ୍ୱିତୀୟ ଆତ୍ମହତ୍ୟା ବୋଲି ଜଣାଯାଇଥିବା ବେଳେ ବାସ୍ତବରେ ଏହା ତୃତୀୟ ଆତ୍ମହତ୍ୟା ବୋଲି ଆଲୋଚନା ହେଉଛି । ଦୁଇ ଦିନ ତଳେ ଅନ୍ୟ ଜଣେ ମଧ୍ୟ ଆତ୍ମହତ୍ୟା କରିଥିବା ଏବଂ ପୁଲିସ କେଶ ହୋଇନଥିବା ଜଣାଯାଇଛି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!