Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅସହ୍ୟ ହେଲା ଅପବାଦ : ସ୍ୱାମୀ ସ୍ତ୍ରୀଙ୍କ ଆତ୍ମହତ୍ୟା

by ସଞ୍ଜୟ ସ୍ୱାଇଁ
April 29, 2021
in Feature News, Nayagarh
2.8k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ଆକ୍ରାନ୍ତ ଅପବାଦ ସହ୍ୟ କରି ନପାରି ସ୍ୱାମୀ, ସ୍ତ୍ରୀ ଆତ୍ମହତ୍ୟା କରିଥିବା ଜଣାଯାଇଛି । ଏମାନେ ହେଲେ ଡମସାହି ପଞ୍ଚାୟତ ଗୋଡ଼ିମଡ଼ା ଗ୍ରାମର ଗଗନ ପାତ୍ର ଏବଂ ଜ୍ୟୋତ୍ସା ପାତ୍ର । ବେଗୁନିଆପାଟଣା ନିକଟରେ ଥିବା ନିଜସ୍ୱ ଗୃହରେ ଉଭୟଙ୍କ ଝୁଲନ୍ତା ଶବ ଦେଖିବା ପରେ ଘଟଣାକୁ ନେଇ ନାନାଦି ଆଲୋଚନା ଲାଗି ରହିଛି । ମୃତ ଗଗନ ଏବ ଜ୍ୟୋତ୍ସାଙ୍କ ଶବ ଯେଉଁଭଳି ଭାବେ ଝୁଲି ରହିଛି, ତାହା ଅନ୍ୟ ସନ୍ଦେହ ଜନକ ପରିସ୍ଥିତି ସୃଷ୍ଟି କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!