Tuesday, December 16, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇଇଡି ବିସ୍ଫୋରଣରେ ASP ଆକାଶ ସହିଦ

by ସଞ୍ଜୟ ସ୍ୱାଇଁ
June 9, 2025
in Feature News
ଆଇଇଡି ବିସ୍ଫୋରଣରେ ASP ଆକାଶ ସହିଦ
129
VIEWS
Share on FacebookShare on Twitter

ସୁକୁମା,(ବାଘୁଆବାର୍ତ୍ତା): ଛତିଶଗଡ଼ର ସୁକୁମା ଜିଲ୍ଲାର କୋଣ୍ଟା ଅଞ୍ଚଳରେ ନକ୍ସଲମାନଙ୍କ ଦ୍ୱାରା କରାଯାଇଥିବା ଏକ ଆଇଇଡି ବିସ୍ଫୋରଣରେ ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେ ସହିଦ ହୋଇଛନ୍ତି। ଛତିଶଗଡ଼ ସୁକମା ଜିଲ୍ଲା ଦୋନ୍ଦ୍ରାରେ IED ବ୍ଲାଷ୍ଟ ହୋଇଥିବା ଜଣାପଡିଛି। ପାଟ୍ରୋଲିଂ କରୁଥିବାବେଳେ ହୋଇଥିଲା ବିସ୍ଫୋରଣ । ଏଥିରେ ASP ଆକାଶ ରାଓ ଗିରପୁଞ୍ଜେଙ୍କ ସହ କିଛି ଯବାନ ଆହତ ହୋଇଥିଲେ। ଘଟଣା ପରେ ସମସ୍ତଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା, କିନ୍ତୁ ଚିକିତ୍ସା ସମୟରେ ASP ଆକାଶ ରାଓ ଗିରପୁଞ୍ଜେଙ୍କ ମୃତ୍ୟୁ ହୋଇଥିଲା। ଆକାଶ ରାଓ ଗିରପୁଞ୍ଜେଙ୍କ ସହିଦ ହେବା ଯୋଗୁଁ ସମଗ୍ର ପୁଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି। ବିସ୍ଫୋରଣରେ କୋଣ୍ଟା ପୁଲିସ ଷ୍ଟେସନ ଇନଚାର୍ଜ (ଟିଆଇ) ଏବଂ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି, ଯାହାଙ୍କ ଚିକିତ୍ସା ଚାଲିଛି। ପୁଲିସ ଏବଂ ସୁରକ୍ଷା ବାହିନୀ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!