Wednesday, October 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁମିତ୍ ଅନ୍ତିଲ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି

by ସଞ୍ଜୟ ସ୍ୱାଇଁ
August 30, 2021
in Sports, WORLD
ସୁମିତ୍ ଅନ୍ତିଲ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି
37
VIEWS
Share on FacebookShare on Twitter

ଟୋକିଓ, (ବାଘୁଆବାର୍ତ୍ତା): ଚଳିତ ଟୋକିଓ ଅଲିମ୍ପିକ୍ସର ଷଷ୍ଠ ଦିବସରେ ଭାରତକୁ ସୁନା ବର୍ଷା ହୋଇଛି। ଅବନୀ ଲେଖରାଙ୍କ ପରେ ସୋମବାର ସୁମିତ୍ ଅନ୍ତିଲ ଭାରତ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ସୁମିତ୍ ପୁରୁଷ ଜାଭେଲିନ୍ ଥ୍ରୋ’ ଏଫ୍-୬୪ ବର୍ଗରେ ଏହି ଐତିହାସିକ ସଫଳତା ହାସଲ କରିଛନ୍ତି। ସୁମିତ୍ ୬୮.୦୮ ମିଟର ଥ୍ରୋ’ କରି ବିଶ୍ୱ ରେକର୍ଡ ସ୍ଥାପନ କରିବା ସହ ସ୍ୱର୍ଣ୍ଣ ପଦକ ନିଜ ନାଁରେ କରିଛନ୍ତି। ସୁମିତଙ୍କ ଏହି ସ୍ୱର୍ଣ୍ଣ ସହ ଚଳିତ ପାରାଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୭ରେ ପହଞ୍ଚିଛି। ଭାରତ ଚଳିତ ଗେମ୍ସରେ ୨ ସ୍ୱର୍ଣ୍ଣ, ୪ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ଜିତିଛି। ତେବେ ବିନୋଦ କୁମାର ଅଯୋଗ୍ୟ ଘୋଷିତ ହେବାରୁ ସେ ବ୍ରୋଞ୍ଜ ପଦକ ହରାଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!