Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଣଶିକ୍ଷା ବିଭାଗର କ୍ୟାଲେଣ୍ଡର ପ୍ରକାଶ, ମେ ୬ରୁ ଜୁନ୍ ୧୯ ଯାଏଁ ଖରା ଛୁଟି ପାଇଁ ବନ୍ଦ ରହିବ ସ୍କୁଲ

by ସଞ୍ଜୟ ସ୍ୱାଇଁ
April 16, 2025
in Education, State
ଗଣଶିକ୍ଷା ବିଭାଗର କ୍ୟାଲେଣ୍ଡର ପ୍ରକାଶ, ମେ ୬ରୁ ଜୁନ୍ ୧୯ ଯାଏଁ ଖରା ଛୁଟି ପାଇଁ ବନ୍ଦ ରହିବ ସ୍କୁଲ
203
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍‌ କ୍ୟାଲେଣ୍ଡର ପ୍ରକାଶ ପାଇଛି । ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍‌ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍‌ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ । ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ ବିଭିନ୍ନ ଛୁଟି ରହିଛି । ଅତିରିକ୍ତ ୨ଟି ଛୁଟି ମଧ୍ୟ ରଖାଯାଇଛି । ୨୩୧ଟି କାର୍ଯ୍ୟଦିବସ ଅଛି, ଅର୍ଥାତ୍‌ ଶିକ୍ଷକମାନେ ୨୩୧ ଦିନ ସ୍କୁଲ ଆସିବେ । ଶିକ୍ଷା କ୍ୟାଲେଣ୍ଡରକୁ ପାଳନ କରିବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ କୁହାଯାଇଛି । ଏପ୍ରିଲ ମାସରେ ୨୨ଟି କାର୍ଯ୍ୟଦିବସ ରହିଥିବା ବେଳେ ମେ’ରେ ୪ଟି, ଜୁନରେ ୮ଟି, ଜୁଲାଇରେ ୨୬, ଅଗଷ୍ଟରେ ୨୨ଟି ଲେଖାଏ କାର୍ଯ୍ୟ ଦିବସ ରହିଛି । ସେହିପରି ସେପ୍ଟେମ୍ୱରରେ ୨୩, ଅକ୍ଟୋବରରେ ୨୦, ନଭେମ୍ୱରରେ ୨୧, ଡିସେମ୍ୱରରେ ୧୮, ଜାନୁଆରୀରେ ୨୩, ଫେବ୍ରୁଆରୀରେ ୨୪ ଓ ମାର୍ଚ୍ଚରେ ୨୨ଟି ଲେଖାଏ କାର୍ଯ୍ୟ ଦିବସ ରହିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!