Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସର ଉତ୍‌କ୍ଷେପଣ

by ସଞ୍ଜୟ ସ୍ୱାଇଁ
July 12, 2021
in NATIONAL NEWS, State, Technology
ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସର ଉତ୍‌କ୍ଷେପଣ
73
VIEWS
Share on FacebookShare on Twitter

ବାଲେଶ୍ୱର, (ବାଘୁଆବାର୍ତ୍ତା): ଶକ୍ତିଶାଳୀ ହେଉଛି ଭାରତୀୟ ସେନା। ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ସୁପରସୋନିକ୍‌ କ୍ରୁଜ୍‌ ମିସାଇଲ ବ୍ରହ୍ମୋସ। ଉତ୍‌କ୍ଷେପଣ ପରେ ରାଡ଼ାରରୁ ମିଳିଥିବା ତଥ୍ୟକୁ ନେଇ ଚାଲିଛି ସମୀକ୍ଷା। ଭାରତ ଓ ଋଷର ମିଳିତ ସହଯୋଗରେ ନିର୍ମିତ ହୋଇଛି ବ୍ରହ୍ମୋସ। ବ୍ରହ୍ମୋସକୁ ସ୍ଥଳ, ବାୟୁ ଓ ନୌସେନାରେ ସାମିଲ କରାଯାଇଛି। ଏହାର ଲକ୍ଷ୍ୟଭେଦ କ୍ଷ୍ୟମତା ୬୫୦ରୁ ୮୦୦ କିଲୋମିଟର। ଶବ୍ଦର ବେଗ ଠାରୁ ୩ଗୁଣ ଅଧିକ ବେଗରେ ଗତୀ କରିପାରେ ସୁପରସୋନିକ୍‌ ମିସାଇଲ ବ୍ରହ୍ମୋସ। ଏଥିରେ ୨୦୦ରୁ ୩୦୦ କିଲୋଗ୍ରାମ ପର୍ୟ୍ୟନ୍ତ ଆଣବିକ ଯୁଦ୍ଧାସ୍ତ୍ର ବ୍ୟବହାର କରାଯାଇ ପାରିବ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!