Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉପକୂଳ ଅଂଚଳରେ ସୁରକ୍ଷା କଡ଼ାକଡ଼ି

by ସଞ୍ଜୟ ସ୍ୱାଇଁ
May 12, 2025
in State
ଉପକୂଳ ଅଂଚଳରେ ସୁରକ୍ଷା କଡ଼ାକଡ଼ି
30
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନାକୁ ନେଇ ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ପୁରୀ ଜିଲ୍ଲା ଅସ୍ତରଙ୍ଗ ଉପକୂଳ ଓ କୋଣାର୍କ ଚନ୍ଦ୍ରଭାଗା ସାମୁଦ୍ରିକ ଥାନା ଅଞ୍ଚଳରେ ସୁରକ୍ଷା ବଢ଼ାଇ ଦିଆଯାଇଛି। ଗୋଟିଏ ଲେଖାଏଁ ସେକ୍ସନ ଫୋର୍ସ ମୁତୟନ କରାଯିବା ସହ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଈଁ ଜରୁରୀ ଉପକରଣ ଯୋଗାଇ ଦିଆଯାଇଛି। ସମୁଦ୍ର ପଥରେ ସମ୍ଭାବ୍ୟ ଆକ୍ରମଣ କିମ୍ବା ଅନୁପ୍ରବେଶକୁ ରୋକିବା ପାଈଁ ଜଳପଥରେ ହାଇଆଲର୍ଟ ଜାରି କରାଯାଇଛି।ଜଳପଥରେ ଅଚିହ୍ନା ଡ଼ଙ୍ଗା, ମସ୍ଚ୍ୟଜୀବୀମାନଙ୍କ ଉପରେ ତୀକ୍ଷ୍ଣ ନଜର ରଖିବା ପାଈଁ ନିର୍ଦ୍ଦେଶ ଦିଆଯାଇଛି । ସାମୁଦ୍ରିକ ଥାନା, ଉପକୂଳ ସୁରକ୍ଷା ବାହିନୀ, ସ୍ୱତନ୍ତ୍ର ସଶସ୍ତ୍ର ବଳ ତରଫରୁ ମିଳିତ ଭାବେ ୨୪ ଘଣ୍ଟିଆ ପହରା ଦିଆଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!