Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ ବର୍ଦ୍ଧିତ ସୁରକ୍ଷା ଭତ୍ତା ୩୫୦୦ ଟଙ୍କା ଲାଗୁ

by ସଞ୍ଜୟ ସ୍ୱାଇଁ
January 15, 2025
in Feature News

Notice: Trying to access array offset on value of type bool in /home/thecvdsw/baghuabarta.com/wp-content/themes/jnews/class/Single/SinglePost.php on line 1000
206
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି ପାଇଲା ଯାହା ଆଜିଠାରୁ ଲାଗୁ ହେବ । ଫଳରେ ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ଅଧୀନରେ ୮୦ ବର୍ଷରୁ ଊର୍ଦ୍ଧ୍ୱ ବରିଷ୍ଠ ନାଗରିକ ଏବଂ ୮୦ ପ୍ରତିଶତ ବା ତଦୁର୍ଦ୍ଧ୍ୱ ବିକଳାଙ୍ଗ ଥିବା ଭିନ୍ନକ୍ଷମ ଉପକୃତ ହେବେ। ୪ ଲକ୍ଷ ୧୫ ହଜାରରୁ ଊର୍ଦ୍ଧ୍ୱ ହିତାଧିକାରୀ ଲାଭବାନ ହେବେ ବୋଲି ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟଯେ, ଗତ ୩ ତାରିଖରେ ଏ ନେଇ କ୍ୟାବିନେଟ୍ ନିଷ୍ପତ୍ତି ନେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!