Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ

by ସଞ୍ଜୟ ସ୍ୱାଇଁ
January 23, 2025
in Nayagarh, State
ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ
185
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଓଡ଼ିଶା ର ଦୁଇ ବରପୁତ୍ର ମହାନ ସଂଗ୍ରାମୀ, ଭାରତୀୟ ସ୍ଵାଧୀନତା ସଂଗ୍ରାମର ଅଗ୍ରଦୂତ ବୀର ସୁରେନ୍ଦ୍ର ସାଏ ଏବଂ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ନୟାଗଡ଼ର ପୂଜ୍ୟପୂଜା ସଂଗଠନ ତଥା ସିଭିଲ ସୋସାଇଟ୍ ତରଫରୁ ସ୍ଥାନୀୟ ନୀଳମାଧବ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଅଛି। ପୂଜ୍ୟପୂଜା ସଂଗଠନ ର ସଭାପତି ପ୍ରସନ୍ନ କୁମାର ବସନ୍ତିଆ ଏବଂ ସିଭିଲ ସୋସାଇଟ୍ ର ସଭାପତି ଗୋଦାବରୀଶ ସାହୁ ଙ୍କ ଆବାହକତ୍ୱ ଏବଂ ଧୀରେନ୍ଦ୍ର ପଟ୍ଟନାୟକଙ୍କ ସଂଯୋଜନା ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଦୁଇ ବରପୁତ୍ରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ କରାଯାଇଥିଲା। ପରବର୍ତ୍ତୀ ସମୟରେ ସୁବକ୍ତା ରାମକୃଷ୍ଣ ରଥ, ପୂଜ୍ୟପୂଜା ସଂଗଠନର ସଂପାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟ, ଶିକ୍ଷାବିତ୍ ନିରଞ୍ଜନ ମିଶ୍ର, ଶିକ୍ଷାବିତ୍ ଶ୍ରୀଧର ସାହୁ ପ୍ରମୁଖ ଦୁଇ ସଂଗ୍ରାମୀଙ୍କ ଜୀବନୀ, ବିପ୍ଳବ ଓ ତ୍ୟାଗପୂତ ଜୀବନ ଉପରେ ଆଲୋକପାତ କରିଥିଲେ। ସିଭିଲ ସୋସାଇଟିର ବରିଷ୍ଠ ସଦସ୍ୟ ଭଗବତୀ ଚରଣ ପଟ୍ଟନାୟକ ଧନ୍ୟବାଦ ପ୍ରଦାନ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!