Wednesday, January 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବୟାନ, ବିଚଳିତ ହୁଅନ୍ତୁ ନାହିଁ, ଓଡ଼ିଶାରେ ସେଭଳି ପରିସ୍ଥିତି ନାହିଁ

by ସଞ୍ଜୟ ସ୍ୱାଇଁ
May 10, 2025
in State
ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବୟାନ, ବିଚଳିତ ହୁଅନ୍ତୁ ନାହିଁ, ଓଡ଼ିଶାରେ ସେଭଳି ପରିସ୍ଥିତି ନାହିଁ
66
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ପ୍ରତିକ୍ରିୟା ରଖିଛନ୍ତି ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମନ୍ତ୍ରୀ କହିଛନ୍ତି, କେଉଁଠି, କାହିଁକି, କେଉଁ ପରିସ୍ଥିତିରେ ଡ୍ରୋନ୍ ଉଡୁଛି, ତା ଉପରେ ନଜର ରଖାଯାଇଛି । ସରକାର ସଚେତନ ମୂଳକ ପଦକ୍ଷେପ ନେଉଛନ୍ତି । ଲୋକ ବିଚଳିତ ହୁଅନ୍ତୁ ନାହିଁ । ଓଡ଼ିଶାରେ ସେଭଳି ପରିସ୍ଥିତି ନାହିଁ । ବଡ଼ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି । ତୁରନ୍ତ କାର୍ଯ୍ୟରେ ଯୋଗଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟ ଅଧିକାରୀ ମାନଙ୍କର ମଧ୍ୟ ପରିସ୍ଥିତି ଦେଖି ଆଗାମୀ ସମୟରେ ଛୁଟି ବାତିଲ ହେବ । ଓଡ଼ିଶାରେ ଥିବା କେନ୍ଦ୍ର ସରକାରଙ୍କ ବିଭିନ୍ନ ପ୍ରତିଷ୍ଠାନର ସୁରକ୍ଷା ବୃଦ୍ଧି କରାଯାଇଛି । ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ଭଳି ସ୍ଥାନର ସୁରକ୍ଷା ବଢ଼ାଯାଇଛି । ହୀରାକୁଦ ଡ୍ୟାମ୍ର ସୁରକ୍ଷା ଉପରେ ତୀକ୍ଷ୍ଣ ନଜର ରଖାଯାଇଛି । ପ୍ରବେଶ ନିଷେଧ କରାଯାଇଛି । ସେହିପରି ପୁରୀ ଶ୍ରୀମନ୍ଦିର, ଲିଙ୍ଗରାଜ ମନ୍ଦିର ମଧ୍ୟ ସୁରକ୍ଷା ଭିତରେ ଅଛି । ବଲାଙ୍ଗିର, କୋରାପୁଟ ଆଦି ସ୍ଥାନରେ ଥିବା ଗୋଳାବାରୁଦ କାରଖାନାରେ ମଧ୍ୟ୍ୟ ସୁରକ୍ଷା ବଢ଼ାଯାଇଛି । ଅତୀତରେ ଆତଙ୍କବାଦୀ କାର୍ଯ୍ୟକଳାପରେ ଲିପ୍ତ ଥିବା ଲୋକଙ୍କ ଗତିବିଧି ଉପରେ ଓଡ଼ିଶା ପୋଲିସ ତୀକ୍ଷ୍ଣ ନଜର ରଖିଛି ବୋଲି ସୁରେଶ ପୂଜାରୀ କହିଛନ୍ତି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!