Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆତ୍ମସମର୍ପଣ କଲେ ୨୪ ହାର୍ଡକୋର ମାଓବାଦୀ

by ସଞ୍ଜୟ ସ୍ୱାଇଁ
April 29, 2025
in State
ଆତ୍ମସମର୍ପଣ କଲେ ୨୪ ହାର୍ଡକୋର ମାଓବାଦୀ
59
VIEWS
Share on FacebookShare on Twitter

ଛତିଶଗଡ, (ବାଘୁଆବାର୍ତ୍ତା): ଛତିଶଗଡ ବିଜାପୁରରେ ଆତ୍ମସମର୍ପଣ କରିଛନ୍ତି ୨୪ ମାଓବାଦୀ । ଏମାନଙ୍କ ମଧ୍ୟରୁ ୧୪ଜଣ ମାଓବାଦୀଙ୍କ ଉପରେ ୨୮ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା ହୋଇଥିଲା । ଏପ୍ରିଲ ୨୧ ତାରିଖରୁ ତେଲେଙ୍ଗାନା ସୀମା ବିଜାପୁରରେ ସର୍ଚ୍ଚ ଅପରେସନ୍ ଆରମ୍ଭ ହୋଇଥିବାବେଳେ ଲଗାତାର ମାଓ ସମର୍ପଣ ଖବର ଆସୁଛି । ବିଜାପୁର ପୋଲିସ ଅଧୀକ୍ଷକ ଜିତେନ୍ଦ୍ର କୁମାର ଯାଦବଙ୍କ ସୂଚନା ମୁତାବକ , ସରେଣ୍ଡର କରିଥିବା ମାଓବାଦୀ ଅମାନବାୟ ମାଓ ଚିନ୍ତାଧାରା, ସ୍ଥାନୀୟ ଆଦିବାସୀଙ୍କ ଉପରେ ଅଯଥା ଅତ୍ୟାଚାରକୁ ନେଇ ଅତିଷ୍ଠ ହୋଇପଡିଛନ୍ତି । ସେମାନେ ସରକାରଙ୍କ ଦ୍ବାରା ଆରମ୍ଭ ହୋଇଥିବା ’ଭଲ ଗାଁ’ ଅଭିଯାନ ଦ୍ବାରା ପ୍ରଭାବିତ ହୋଇଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀ ପୂର୍ବ ବସ୍ତର ସମ୍ଭାଗ , ପରତାପୁର ଏରିଆ କମିଟି ଓ ପଶ୍ଚିମ ବସ୍ତର ସମ୍ଭାଗ ସଙ୍ଗଠନ ସହ ସମ୍ପୃକ୍ତ ଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!