Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୯ ମାଓବାଦୀଙ୍କ ଆତ୍ମସମର୍ପଣ

by ସଞ୍ଜୟ ସ୍ୱାଇଁ
February 24, 2025
in Crime, State
୯ ମାଓବାଦୀଙ୍କ ଆତ୍ମସମର୍ପଣ
74
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଓ ସଂଗଠନକୁ ଶକ୍ତ ଝଟ୍‌କା । ମାଲକାନଗିରି ସୀମାନ୍ତ ମୁଲୁଗୁ ଜିଲ୍ଲାରେ ୯ ଜଣ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ଛତିଶଗଡ଼ ବିଜାପୁର ଜିଲ୍ଲାର ବୋଲି ଜଣାପଡିଛି । ତେଲେଙ୍ଗାନା ମୁଲୁଗୁ ଜିଲ୍ଲାରେ ୯ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ମୁଲୁଗୁ ଜିଲ୍ଲା ଏସ୍‌ପି ଓ ୩୯ ବାଟାଲିୟନ ସିଆରପିଏଫ୍ ଅଧିକାରୀଙ୍କ ଦ୍ୱାରା ଚାଲିଥିବା ଅପରେସନ ଚେୟୁତା ମାଧ୍ୟମରେ ଏହି ମାଓବାଦୀମାନେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ସମସ୍ତ ୯ ଜଣ ମାଓବାଦୀ ହେଉଛନ୍ତି ଛତିଶଗଡ ବିଜାପୁର ଜିଲ୍ଲାର । ହେଲେ ଆତ୍ମସମର୍ପଣ ପରେ ତେଲେଙ୍ଗାନା ରାଜ୍ୟ ସରକାରଙ୍କ ନିୟମ ଅନୁସାରେ ସେମାନଙ୍କୁ ଥଇଥାନ କରାଯିବା ବୋଲି ମୁଲୁଗୁ ଜିଲ୍ଲା ଏସପି କହିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀ ମାନେ ମଧ୍ୟ ସେମାନଙ୍କ ପରିବାର ସହିତ ଶାନ୍ତିପୂର୍ଣ୍ଣ ଭାବେ ଜୀବନଯାପନ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!