Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସହଦେବ ନାୟକ ହତ୍ୟାକାଣ୍ଡ, ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ରମା ନାୟକ

by ସଞ୍ଜୟ ସ୍ୱାଇଁ
February 16, 2025
in Crime, State
ସହଦେବ ନାୟକ ହତ୍ୟାକାଣ୍ଡ, ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ରମା ନାୟକ
298
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜଧାନୀ ଭୁବନେଶ୍ୱର ବିଚ୍‌ ରାସ୍ତାରେ ସହଦେବ ନାୟକଙ୍କୁ ହତ୍ୟା ମାମଲା । ହତ୍ୟାକାଣ୍ଡର ୪୦ଦିନ ପରେ ମଞ୍ଚେଶ୍ୱର ଥାନାରେ ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ରମା ନାୟକ । ଆଜି ଦିନ ୧୧ ରେ ଥାନାରେ ଆତ୍ମସମର୍ପଣ କରିଛି ରମା । ହତ୍ୟାକାଣ୍ଡ ପରଠାରୁ ଫେରାର ଥିଲା ମୁଖ୍ୟ ଅଭିଯୁକ୍ତ । ଆତ୍ମସମର୍ପଣ ପରେ ଗିରଫ କରିଛି ପୋଲିସ । ଜାନୁଆରୀ ୮ ତାରିଖରେ ସଫେଇ କର୍ମଚାରୀ ସହଦେଵ ନାୟକଙ୍କ ମୃତ୍ୟୁ ହୋଇଥିଲା । ସୂଚନାଯୋଗ୍ୟ, ଜାନୁଆରୀ ୮ ତାରିଖ ସକାଳେ ସଫେଇ କର୍ମଚାରୀ ସହଦେଵ ନାୟକଙ୍କୁ ହତ୍ୟା କରାଯାଇଥିଲା । ରସୁଲଗଡ଼ ଓଭରବ୍ରିଜ ଉପରେ ସହଦେବଙ୍କ ମୁଣ୍ଡ ଗଣ୍ଡି ଅଲଗା କରିଦେଇଥିଲେ ଦୁର୍ବୁର୍ତ୍ତ । ଏହାପରେ ଅଭିଯୁକ୍ତମାନେ ଦୟା ନଦୀରେ ହତ୍ୟାରେ ବ୍ୟବହୃତ ଅସ୍ତ୍ର ଫିଙ୍ଗି ଦେଇଥିଲେ । ପୋଲିସ ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିସାରିଛି । ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବି କରି ଧାରଣାରେ ବସିଥିଲେ ସହଦେବଙ୍କ ପତ୍ନୀ । ମୁଖ୍ୟ ଅଭିଯୁକ୍ତ ଗିରଫ ନହେଲେ ବିଧାନସଭା ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଥିଲେ । ୪୦ ଦିନ ପରେ ମୁଖ୍ୟ ଅଭିଯୁକ୍ତ ରମା ନାଏକ ଆତ୍ମସମର୍ପଣ କରିଛି । ଖୁବଶୀଘ୍ର ଅଭିଯୁକ୍ତକୁ କୋର୍ଟଚାଲାଣ କରାଯିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!