Tuesday, April 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆତ୍ମସମର୍ପଣ କଲେ ୨୪ ମାଓବାଦୀ

by ସଞ୍ଜୟ ସ୍ୱାଇଁ
May 24, 2025
in State
ଆତ୍ମସମର୍ପଣ କଲେ ୨୪ ମାଓବାଦୀ
34
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ମୋଟ୍ ୮୭.୫୦ ଲକ୍ଷ ଟଙ୍କାର ୨୪ ଜଣ ଇନାମି ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏହି ମାଓବାଦୀଙ୍କ ମଧ୍ୟରେ ୧୦ ଲକ୍ଷ ଇନାମି ମାଓବାଦୀ ରାକେଶ ଥିବା ସହ ୨୪ ଜଣଙ୍କ ମଧ୍ୟରୁ ୨୦ ଜଣ ମାଓବାଦୀଙ୍କ ନାମରେ ୮୭.୫୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା। ତେବେ ଯବାନମାନଙ୍କ ମାଓବିରୋଧୀ ଅପରେଶନ, ବିଭିନ୍ନ ସ୍ଥାନରେ ଯବାନଙ୍କ କ୍ୟାମ୍ପ ସ୍ଥାପନକୁ ଭୟ ଓ ସରକାରଙ୍କ ବିଭିନ୍ନ ଯୋଜନା ଦ୍ବାରା ଆକୃଷ୍ଟ ହୋଇ ଏହି ମାଓବାଦୀମାନେ ଆତ୍ମସମର୍ପଣ କରିଛନ୍ତ। ତେବେ ଆତ୍ମସମର୍ପଣ କରିଥିବା ମାଓବାଦୀମାନଙ୍କୁ ସରକାରଙ୍କ ସମସ୍ତ ସୁବିଧା ମିଳିବା ସହ ସମସ୍ତଙ୍କୁ ୫୦ ହଜାର ଟଙ୍କା ଦିଆହୋଇଛି। ତେବେ ଅନ୍ୟ ମାଓବାଦୀମାନଙ୍କୁ ମଧ୍ୟ ମ୍ୟୁସ୍ରୋତରେ ସାମିଲ ହେବା ପାଇଁ ପୋଲିସ ପକ୍ଷରୁ ଆହ୍ବାନ କରାଯାଇଛି।

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026
ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

ନୟାଗଡ଼ ଜିଲ୍ଲାରେ ପ୍ରଧାନମନ୍ତ୍ରୀ ଆଦର୍ଶ ଗ୍ରାମ ଯୋଜନା ସଂକ୍ରାନ୍ତ ବୈଠକ

April 28, 2026
ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ସାମ୍ବାଦିକଙ୍କ ବିଭିନ୍ନ ସମସ୍ୟା:ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

April 28, 2026
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

April 28, 2026
ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

ବସ୍ ଦୁର୍ଘଟଣା:୨୦ ଯାତ୍ରୀ ଆହତ, ୫ ଗୁରୁତର

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!