Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମହଙ୍ଗା ପଡିଲା ନାଗିନ୍ ଡ୍ୟାନ୍ସ: ନିଲମ୍ବିତ ହେଲେ ତହସିଲଦାର

by ସଞ୍ଜୟ ସ୍ୱାଇଁ
June 18, 2021
in Breaking, State
ମହଙ୍ଗା ପଡିଲା ନାଗିନ୍ ଡ୍ୟାନ୍ସ: ନିଲମ୍ବିତ ହେଲେ ତହସିଲଦାର
492
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କୋଭିଡ୍ କଟକଣାକୁ ଫୁ କରି ନାଗିନ୍ ଡ୍ୟାନ୍ସ କରିବା ପଡିଲା ମହଙ୍ଗା । ନାଗିନ୍ ଡ୍ୟାନ୍ସ କରୁ କରୁ ଚାଲିଗଲା ତହସିଲଦାରଙ୍କ ଚାକିରୀ । ଭାଇର ବାହାଘରରେ ମସଗୁଲ୍ ହୋଇ ରାଜ୍ୟ ସରକାରଙ୍କ କୋଭିଡ୍ କଟକଣାକୁ ଉଲଘଂନ କରିଥିଲେ । ଯାହାକୁ ନେଇ ଜାତୀୟ ମାନବାଧରକାର କମିଶନଙ୍କ ପାଖରେ ଅଭିଯୋଗ ହୋଇଥିଲା । ଅଭିଯୋଗର ତଦନ୍ତ ନିର୍ଦ୍ଦେଶ ଦିଆଯିବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ଯାଜପୁର ଜିଲ୍ଲାପାଳଙ୍କୁ ଜାତୀୟ ମାନବାଧିକାର କମିଶନର ନିର୍ଦ୍ଦେଶ ଦେଇଥିଲେ । ତଦନ୍ତ ରିପୋର୍ଟ ଆସିଲା ପରେ ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାର ବୁଲବୁଲ୍ ବେହେରାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!