Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାରୁ ଗଡିଲା ୬ ମୁଣ୍ଡ

by ସଞ୍ଜୟ ସ୍ୱାଇଁ
May 25, 2023
in Crime, State
ଜିଲ୍ଲାରୁ ଗଡିଲା ୬ ମୁଣ୍ଡ
2.3k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ ଆଜି ୬ ଜଣ ରାଜସ୍ୱ ବିଭାଗର କର୍ମଚାରୀଙ୍କୁ ସସ୍‌ପେଣ୍ଡ କରିଛନ୍ତି । ଖଣ୍ଡପଡ଼ା ତହସିଲରେ କାର୍ଯ୍ୟରତ ସେକ୍‌ସନ ଅଫିସର ଏମଡି ସୁଲତାନ ହକଙ୍କୁ ସସପେଣ୍ଡ କରାଯାଇଥିବା ବେଳେ ରଣପୁର ତହସିଲର ଆରଆଇ ପ୍ରଶାନ୍ତ କୁମାର ନାୟକ, ପ୍ରଶାନ୍ତ କୁମାର ପ୍ରଧାନ, ଭାପୁର ତହସିଲରେ କାର୍ଯ୍ୟରତ କନିଷ୍ଠ ରାଜସ୍ୱ ସହାୟକ ଅରୁଣ କୁମାର ସେଠି, ରଣପୁର ତହସିଲର ରାଜସ୍ୱ ସୁପର ଭାଇଜର ପ୍ରମୋଦ କୁମାର ବେହେରା ଓ ରଣପୁର ତହସିଲର ଚନ୍ଦ୍ରଶେଖର ନନ୍ଦଙ୍କୁ ଆଜି ଜିଲ୍ଲାପାଳ ସସ୍‌ପେଣ୍ଡ କରିଛନ୍ତି । ଏମାନଙ୍କ ନାମରେ ଚାନ୍ଦପୁର ଥାନାରେ ଫୌଜଦାରି ମାମଲା ରୁଜ କରାଯାଇଥିଲା । ରଣପୁର ତହସିଲ ମୟୁରଝାଲିଆ ଗ୍ରାମରେ ଚାଲିଥିବା ବେଆଇନ ଖଣି ଚାଲାଣରେ ସଂପୃକ୍ତ ଥିବା ନେଇ ଅଭିଯୋଗ ଆସିଥିଲା । ଏନଜିଟି ପକ୍ଷରୁ ଏମାନଙ୍କ ବିରୁଦ୍ଧରେ ଫୌଜଦାରି ମାମଲା ରୁଜ କରିବା ପାଇଁ ନୟାଗଡ଼ ଜିଲ୍ଲା ପ୍ରଶାସନକୁ ଚିଠି କରାଯାଇଥିଲା । ରଣପୁର ତହସିଲଦାର ଏମାନଙ୍କ ବିରୁଦ୍ଧରେ ଚାନ୍ଦପୁର ଥାନାରେ ମାମଲା ରୁଜୁ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!