Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଲମ୍ଵିତ ହେଲେ ଦଶମନ୍ତପୁର ଥାନା ଆଇଆଇସି

by ସଞ୍ଜୟ ସ୍ୱାଇଁ
August 4, 2023
in Crime, State
ନିଲମ୍ଵିତ ହେଲେ ଦଶମନ୍ତପୁର ଥାନା ଆଇଆଇସି
134
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ନିଲମ୍ଵିତ ହେଲେ ଦଶମନ୍ତପୁର ଥାନା ଆଇଆଇସି ଚନ୍ଦ୍ରଭାନୁ ମହାନ୍ତି। ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦଶମନ୍ତପୁର ଆଇଆଇସି ଏବଂ ଏଏସଆଇ ଭିଜିଲାନ୍ସ ହାତରେ ଧରାପଡିଥିଲେ। ତାଙ୍କୁ ଜୁଲାଇ ୨୮ ତାରିଖରେ ଗିରଫ କରାଯାଇଥିଲା। ପ୍ରକାଶ ଥାଉକି, ଏକ ମାମଲା ରଫାଦଫା କରିବା ପାଇଁ ଜଣେ ଅଭିଯୋଗକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦଶମନ୍ତପୁର ଆଇଆଇସି ଏବଂ ଏଏସଆଇ ଭିଜିଲାନ୍ସ ହାବୁଡ଼ରେ ପଡିଥିଲେ। ଆଇଆଇସି ଚନ୍ଦ୍ରଭାନୁ ମହାନ୍ତି ଓ ଏଏସଆଇ ଦୀପିକା ହୀରାଙ୍କୁ ଗିରଫ କରାଯାଇଥିଲା। ଉଭୟଙ୍କୁ ଭିଜିଲାନ୍ସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜୟପୁର ଭିଜିଲାନ୍ସ ଅତିରିକ୍ତ ଏସ୍‌ପି ଅରୁଣ ନାୟକ, ଇନସପେକ୍ଟର୍ ସଞ୍ଜୟ ପ୍ରଧାନ ଓ ଟିମ୍ ଏହି ଚଢ଼ଉରେ ସାମିଲ ହୋଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!